ଦେବାନଙ୍କ ଶିକ୍ଷା କାଶୀପୁରର ଜମିଦାର ଘୋଡା ଚଢା, ଶୀକାର ଓ ମଲ୍ଲବିଦ୍ୟାରେ ଖୁବ୍ ପାରଙ୍ଗମ ଥିଲେ । ତାଙ୍କ ପ୍ରଜାମାନେ ବି ଏସବୁ ବିଦ୍ୟା ହାସଲ କରନ୍ତୁ, ଏହା ତାଙ୍କ ଇଚ୍ଛା ଥିଲା । ତେଣୁ ସେ ପ୍ରତି ଗ୍ରାମରେ ଗୋଟାଏ ଗୋଟାଏ କୁସ୍ତି ଆଖଡା ସ୍ଥାପନ କରିଥିଲେ । ଜଣେ ଜଣେ ମଲ୍ଲବୀରଙ୍କୁ ପ୍ରତି ଆଖଡା ଉପରେ ଅଧ୍ୟକ୍ଷ ଭାବରେ ସେ ନିଯୁକ୍ତି ଦେଇଥିଲେ ।…