All Courses

Showing 1-9 of 48 results

ରୋଜି ଓ ପରୀରାଣୀ

ରୋଜି ଓ ପରୀରାଣୀ        ସେ କାଳରେ ଫ୍ରାନ୍ସରେ ଜଣେ ରାଜା ରାଜୁତି କରୁଥିଲେ । ବହୁକାଳଯାଏଁ ତାଙ୍କ ରାଣୀଙ୍କର କିଛି ବି ସନ୍ତାନ ହେଲା ନାହିଁ । ଏହି କାରଣରୁ ରାଜା ରାଣୀ ଦୁହେଁ ବଡ ମନ ଦୁଃଖରେ ଥାଆନ୍ତି । କେତେ ଦିଅଁ ଦେବତା ଡାକିଲା ପରେ ଯାଇ ରାଣୀଙ୍କର ଚନ୍ଦ୍ରଉଦିଆ ପରି ଦୁଇଟି ଜାଆଁଳା ଝିଅ ହେଲେ । ସେ ଦୁହେଁ ଦେଖିବାକୁ…

କଖାରୁ ଓ ରାଜାଝିଅ

କଖାରୁ ଓ ରାଜାଝିଅ             ବହୁତ ଦିନ ତଳର କଥା । ଗୋଟିଏ କୃଷକ ଓ ତା’ସ୍ତ୍ରୀ ବିଲରେ ଚାଷ କରି ପେଟ ପୋଷୁଥାନ୍ତି । ସେମାନଙ୍କର କୌଣସି ପିଲାପିଲି ନଥାନ୍ତି ।             ଦିନେ ସେମାନେ ବିଲରେ ଚାଷ କରୁଛନ୍ତି, ହଠାତ୍ ସେ କୃଷକ ତା’ ସ୍ତ୍ରୀକୁ କହିଲା, ‘ମୋତେ ଖୁବ୍ ଭୋକ ଲାଗୁଛି…

କଥାକୁହା ଫଳ

କଥାକୁହା ଫଳ      ଜଣେ ରାଜାଙ୍କ ପାଖରେ ଅଗଣିତ ଗାଈ ଥିଲେ । ପଶୁପାଳକ ପ୍ରତିଦିନ ସେହି ଗାଈଗୁଡିକ ଚରାଇବା ପାଇଁ ପାହାଡ ନିକଟସ୍ଥ ପ୍ରାନ୍ତରକୁ ନେଇ ଯାଆନ୍ତି । କିନ୍ତୁ ସଂନ୍ଧ୍ୟା ସମୟକୁ ଫେରିବାବେଳକୁ ଗାଈଙ୍କ ସଂଖ୍ୟା ସମୟକୁ ଫେରିବାବେଳକୁ ଗାଈଙ୍କ ସଂଖ୍ୟା କମି ଯାଇଥାଏ । ଏପରି କିଛିଦିନ ଲଗାତାର ଘଟିବାରୁ ରାଜା ଖୁବ୍ ଚିନ୍ତିତ ହୋଇ ପଡିଲେ । ଅନେକ ପ୍ରକାର ସତର୍କତା ଅବଲମ୍ବନ…

ନୂତନ ଦଣ୍ଡ

ନୂତନ ଦଣ୍ଡ          ଚନ୍ଦ୍ରସେନ ନାମକ ଜଣେ ରାଜାଙ୍କ ନିକଟରେ ଭୂଷଣ ନାମକ ବିଦୁଷକ ଥିଲେ । ରାଜାଙ୍କୁ ଖୁସି ରଖିବାରେ ସେ ଅଦ୍ୱିତୀୟ ଥିଲେ । ଦିନେ ରାଜା ତାଙ୍କ ଉପରେ ଖୁସି ହୋଇ କହିଲେ, “ବିଦୁଷକ, ତୁମେ ମୋତେ କିଛି ବର ମାଗ ଯେଉଁଥିରେ କି ମୋର କିଛି କ୍ଷତି ନହେଉ ଓ ତୁମର ବହୁତ ଲାଭ ହେଉ ।”    …

ଷଡଯନ୍ତ୍ରର ସୁଫଳ

ଷଡଯନ୍ତ୍ରର ସୁଫଳ        ଅମିରୁ ଆଲାମ ସହରର ସୁଲତାନ୍ ଥିଲେ । ତାଙ୍କ ଦରବାରରେ ଦଶଜଣ ଉଜୀର୍ ଥିଲେ । କିନ୍ତୁ ସେମାନେ ସଦାବେଳେ ସୁଲତାନ୍ଙ୍କ ଅଜାଣତରେ ଲୋକଙ୍କ ଉପରେ ଅତ୍ୟାଚାର କରି ଅନେକ ଧନସମ୍ପତ୍ତି ଠକି ଖାଉଥିଲେ । ଅବଶେଷରେ ପଡୋଶୀ ରାଜ୍ୟର ସୁଲତାନ୍ ଯେତେବେଳେ ରାଜ୍ୟ ଆକ୍ରମଣ କଲେ, ସେତେବେଳେ ଏଇ ବିଶ୍ୱାସଘାତକ ଉଜୀରମାନେ ଗୁପ୍ତରେ ପଡୋଶୀ ରାଜ୍ୟକୁ ସାହାଯ୍ୟ କଲେ । ତେଣୁ…

ସଂଚୟର ମହତ୍ୱ

ସଂଚୟର ମହତ୍ୱ      ଏକ ଛୋଟ ଗ୍ରାମରେ ଅନନ୍ତର ଜନ୍ମ । ଅଠର ବର୍ଷ ବୟସରେ ବିଦ୍ୟାଳୟ ଶିକ୍ଷା ସମାପ୍ତ କରିବା ବେଳକୁ ତା’ ପିତାଙ୍କର ଦେହାନ୍ତ ଘଟିଲା । ତାକୁହିଁ କ୍ଷେତ ବାଡିର କଥା ବୁଝିବାକୁ ପଡିଲା । ଏଥି ସହିତ ସେ ନିଜ ପାଇଁ ଚାକିରୀଟିଏ ମଧ୍ୟ ଯୋଗାଡ କଲା ।        ଜମିଦାରଙ୍କ ଦୋକାନରେ ଛୋଟ ଚାକିରୀଟିଏ ପାଇ ସେ ଖୁବ୍…

ଚୋରି ଆଉ ମିଛ

ଚୋରି ଆଉ ମିଛ          ଚୋରଟିଏ ଥିଲା । ସେ ଜଣେ ସଦ୍ଗୁଣସମ୍ପନ୍ନା ସ୍ତ୍ରୀକୁ ବିବାହ କଲା । ଚୋରର ନବାଗତ ସ୍ତ୍ରୀ ଯେତେବେଳେ ଜାଣିଲା, ତା’ର ସ୍ୱାମୀ ଗୋଟିଏ ବୁଢା ଚୋର, ତାକୁ ବହୁତ ଖରାପ ଲାଗିଲା । ସେ ତା’ର ଭାଗ୍ୟକୁ ନିନ୍ଦି ଅନେକ ଧିକ୍କାର କଲା ସିନା ଆଉ ଉପାୟ କିଛି ନଥିଲା ।          ଶେଷରେ…

ଚମର ଜୋତା

ଚମର ଜୋତା                ଚିତ୍ରଦୁର୍ଗ ଗ୍ରାମରେ ସଦାଶିବ ଓ ମହାଦେବ ନାମକ ଦୁଇଜଣ ବ୍ୟବସାୟୀ ରହୁଥିଲେ । ସେ ଦୁହେଁ ପଡୋଶୀ ଥିଲେ । ସଦାଶିବ ସରଳ ଥିଲେ । ଅଥଚ ମହାଦେବ କୁଟୀଳ ଓ ଅତ୍ୟନ୍ତ ପରଶ୍ରୀକାତର ଥିଲେ । ସଦାଶିବଙ୍କ ସ୍ୱଭାବ ଯୋଗୁଁ ଲୋକେ ତାଙ୍କୁ ଖୁବ୍ ଭଲ ପା’ନ୍ତି ଓ ସମ୍ମାନ ବି ଦିଅନ୍ତି । ଏସବୁ…

ସଦାଶୟୀ କୈପାଙ୍ଗ

ସଦାଶୟୀ କୈପାଙ୍ଗ        ଗୋଟିଏ ଗାଁରେ ଗରୀବ ଚାଷୀଟିଏ ଥାଏ । ତା’ର ତିନିପୁଅ । ସ୍ତ୍ରୀ ମରିଯାଇଥାଏ । ବଡ ଦୁଇପୁଅ ବୁଦ୍ଧିମାନ, ଚାଷବାସ, ବ୍ୟବସାୟ ଇତ୍ୟାଦି କରି ଧନ ରୋଜଗାର କରନ୍ତି । କିନ୍ତୁ ସାନପୁଅଟିର ସ୍ୱଭାବ ଏକବାରେ ଅନ୍ୟ ରକମ । ସେ ଘରକାମ ନ କରି ଟଙ୍କାପଇସା ରୋଜଗାରରେ ବେଶି ମନ ନ ଦେଇ ପରଉପକାର କରିବାରେ ଅଧିକ ସମୟ ଦିଏ…

ଯାହା ଚାହିଁବ ତାହା ପାଇବ

ଯାହା ଚାହିଁବ ତାହା ପାଇବ          ଗୋଟିଏ ନଗରୀରେ ସାଗରଦତ୍ତ ନାମକ ଏକ ବଣିକ ବାସ କରୁଥିଲେ । ତାଙ୍କର ଗୋଟିଏ ପୁତ୍ର ସନ୍ତାନ ଥିଲା । ଦିନେ ବଣିକ ପୁତ୍ର ଗୋଟିଏ ପୁସ୍ତକ ଏକ ଶହମୁଦ୍ରା ଦେଇ କିଣି ଆଣିଲେ । ଏହି ପୁସ୍ତକ ମଧ୍ୟରେ କେବଳ ଗୋଟିଏ କଥା ଲେଖାଥିଲା । ‘ତୁମର ଯାହା ପାଇବାର ଥିବ ତାହା ତୁମ ନିକଟକୁ ନିଶ୍ଚୟ…