Categories:ଜହ୍ନମାମୁ ପୃଷ୍ଠାରୁ ଗପଟିଏ
Related Courses
ରୋଜି ଓ ପରୀରାଣୀ
ରୋଜି ଓ ପରୀରାଣୀ ସେ କାଳରେ ଫ୍ରାନ୍ସରେ ଜଣେ ରାଜା ରାଜୁତି କରୁଥିଲେ । ବହୁକାଳଯାଏଁ ତାଙ୍କ ରାଣୀଙ୍କର କିଛି ବି ସନ୍ତାନ ହେଲା ନାହିଁ । ଏହି କାରଣରୁ ରାଜା ରାଣୀ ଦୁହେଁ ବଡ ମନ ଦୁଃଖରେ ଥାଆନ୍ତି । କେତେ ଦିଅଁ ଦେବତା ଡାକିଲା ପରେ ଯାଇ ରାଣୀଙ୍କର ଚନ୍ଦ୍ରଉଦିଆ ପରି ଦୁଇଟି ଜାଆଁଳା ଝିଅ ହେଲେ । ସେ ଦୁହେଁ ଦେଖିବାକୁ…
କଖାରୁ ଓ ରାଜାଝିଅ
କଖାରୁ ଓ ରାଜାଝିଅ ବହୁତ ଦିନ ତଳର କଥା । ଗୋଟିଏ କୃଷକ ଓ ତା’ସ୍ତ୍ରୀ ବିଲରେ ଚାଷ କରି ପେଟ ପୋଷୁଥାନ୍ତି । ସେମାନଙ୍କର କୌଣସି ପିଲାପିଲି ନଥାନ୍ତି । ଦିନେ ସେମାନେ ବିଲରେ ଚାଷ କରୁଛନ୍ତି, ହଠାତ୍ ସେ କୃଷକ ତା’ ସ୍ତ୍ରୀକୁ କହିଲା, ‘ମୋତେ ଖୁବ୍ ଭୋକ ଲାଗୁଛି…
କଥାକୁହା ଫଳ
କଥାକୁହା ଫଳ ଜଣେ ରାଜାଙ୍କ ପାଖରେ ଅଗଣିତ ଗାଈ ଥିଲେ । ପଶୁପାଳକ ପ୍ରତିଦିନ ସେହି ଗାଈଗୁଡିକ ଚରାଇବା ପାଇଁ ପାହାଡ ନିକଟସ୍ଥ ପ୍ରାନ୍ତରକୁ ନେଇ ଯାଆନ୍ତି । କିନ୍ତୁ ସଂନ୍ଧ୍ୟା ସମୟକୁ ଫେରିବାବେଳକୁ ଗାଈଙ୍କ ସଂଖ୍ୟା ସମୟକୁ ଫେରିବାବେଳକୁ ଗାଈଙ୍କ ସଂଖ୍ୟା କମି ଯାଇଥାଏ । ଏପରି କିଛିଦିନ ଲଗାତାର ଘଟିବାରୁ ରାଜା ଖୁବ୍ ଚିନ୍ତିତ ହୋଇ ପଡିଲେ । ଅନେକ ପ୍ରକାର ସତର୍କତା ଅବଲମ୍ବନ…
ନୂତନ ଦଣ୍ଡ
ନୂତନ ଦଣ୍ଡ ଚନ୍ଦ୍ରସେନ ନାମକ ଜଣେ ରାଜାଙ୍କ ନିକଟରେ ଭୂଷଣ ନାମକ ବିଦୁଷକ ଥିଲେ । ରାଜାଙ୍କୁ ଖୁସି ରଖିବାରେ ସେ ଅଦ୍ୱିତୀୟ ଥିଲେ । ଦିନେ ରାଜା ତାଙ୍କ ଉପରେ ଖୁସି ହୋଇ କହିଲେ, “ବିଦୁଷକ, ତୁମେ ମୋତେ କିଛି ବର ମାଗ ଯେଉଁଥିରେ କି ମୋର କିଛି କ୍ଷତି ନହେଉ ଓ ତୁମର ବହୁତ ଲାଭ ହେଉ ।” …
ଷଡଯନ୍ତ୍ରର ସୁଫଳ
ଷଡଯନ୍ତ୍ରର ସୁଫଳ ଅମିରୁ ଆଲାମ ସହରର ସୁଲତାନ୍ ଥିଲେ । ତାଙ୍କ ଦରବାରରେ ଦଶଜଣ ଉଜୀର୍ ଥିଲେ । କିନ୍ତୁ ସେମାନେ ସଦାବେଳେ ସୁଲତାନ୍ଙ୍କ ଅଜାଣତରେ ଲୋକଙ୍କ ଉପରେ ଅତ୍ୟାଚାର କରି ଅନେକ ଧନସମ୍ପତ୍ତି ଠକି ଖାଉଥିଲେ । ଅବଶେଷରେ ପଡୋଶୀ ରାଜ୍ୟର ସୁଲତାନ୍ ଯେତେବେଳେ ରାଜ୍ୟ ଆକ୍ରମଣ କଲେ, ସେତେବେଳେ ଏଇ ବିଶ୍ୱାସଘାତକ ଉଜୀରମାନେ ଗୁପ୍ତରେ ପଡୋଶୀ ରାଜ୍ୟକୁ ସାହାଯ୍ୟ କଲେ । ତେଣୁ…