Related Courses
ତିନୋଟି ମାଛର କାହାଣୀ
ତିନୋଟି ମାଛର କାହାଣୀ ଗୋଟିଏ ପୁଷ୍କରିଣୀରେ ‘ଅନଂଗତଭିଆତ’, ‘ପ୍ରତୁ୍ୟପିନ୍ନମତି’, ଏବଂ ‘ଯାଦଭଭିଷ୍ୟ’ ନାମକ ତିନୋଟି ମାଛ ରହୁଥିଲେ । ଏକଦା କେତେଜଣ ଧୀବର ସେହି ପୁଷ୍କରିଣୀ କଡଦେଇ ଯାଉଥାଆନ୍ତି । ସେମାନେ ସେହି ପୁଷ୍କରିଣୀର ନୀଳ ସ୍ୱଚ୍ଛ ଜଳରାଶିକୁ ଦେଖି କଥାବାର୍ତ୍ତା ହେଉଥାଆନ୍ତି : ଆମ୍ଭେମାନେ ସବୁ ପୋଖରୀରୁ ମାଛ ମାରି ସାରିଲୁଣି ଅଥଚ ଏହି ପୁଷ୍କରିଣୀକୁ ଆସି ନାହୁଁ । ତେଣୁ…
ରଙ୍ଗଡ
ରଙ୍ଗଡ ରାଜା ପୁରନ୍ଦର ପୁଲିନ୍ଦ ରାଜ୍ୟରେ ରାଜୁତି କରୁଥା’ନ୍ତି । ତାଙ୍କ ଦରବାରରେ ଚାରିଜଣ କପଟି ପଣ୍ଡିତ ଥା’ନ୍ତି । କିଛି ନା କିଛି ବାହାନା ଦେଖାଇ ସେମାନେ ରାଜାଙ୍କଠାରୁ ଟଙ୍କା ସୁନା ନେଇ ଆରାମ୍ରେ ଜୀବନ ବିତାଉଥା’ନ୍ତି । ଥରେ ସେମାନେ ଭାବିଲେ ରାଜାଙ୍କଠାରୁ ବହୁତ ସୁନା ଦାନ ସ୍ୱରୂପ ନେବେ । ସୁତରାଂ ସେମାନେ…
ବୁଢ଼ା ମାଙ୍କଡ଼ର ପ୍ରତିଶୋଧ
ବୁଢ଼ା ମାଙ୍କଡ଼ର ପ୍ରତିଶୋଧ ରାଜା ସିନ୍ଧ୍ୟସେନ ବିନ୍ଧ୍ୟଗିରୀ ରାଜ୍ୟକୁ ଶାସନ କରୁଥାଆନ୍ତି । ରାଜାଙ୍କର ଅତି ସୁନ୍ଦର ଘୋଡ଼ାଗୁଡ଼ାଏ ଥାଆନ୍ତି । ଦିନକର କଥା ରାଜାଙ୍କର ରୋଷ ଶାଳାରେ ଗୋଟିଏ ମେଣ୍ଢା କେଉଁଆଡ଼ୁ ଚାଲି ଆସି ପଶିଗଲା । ତାକୁ ରୋଷେଇଆ ଲୁହା ଅଥବା କାଠ ଫାଳିଆ ଦ୍ୱାରା ପିଟିବାକୁ ଆରମ୍ଭ କରି ଦିଅନ୍ତେ ଆଉ ଜଣେ ରୋଷେଇଆ ଥିଲା ସେ ଚୁଲି ମଧ୍ୟରୁ…
ଦେବାନଙ୍କ ଶିକ୍ଷା
ଦେବାନଙ୍କ ଶିକ୍ଷା କାଶୀପୁରର ଜମିଦାର ଘୋଡା ଚଢା, ଶୀକାର ଓ ମଲ୍ଲବିଦ୍ୟାରେ ଖୁବ୍ ପାରଙ୍ଗମ ଥିଲେ । ତାଙ୍କ ପ୍ରଜାମାନେ ବି ଏସବୁ ବିଦ୍ୟା ହାସଲ କରନ୍ତୁ, ଏହା ତାଙ୍କ ଇଚ୍ଛା ଥିଲା । ତେଣୁ ସେ ପ୍ରତି ଗ୍ରାମରେ ଗୋଟାଏ ଗୋଟାଏ କୁସ୍ତି ଆଖଡା ସ୍ଥାପନ କରିଥିଲେ । ଜଣେ ଜଣେ ମଲ୍ଲବୀରଙ୍କୁ ପ୍ରତି ଆଖଡା ଉପରେ ଅଧ୍ୟକ୍ଷ ଭାବରେ ସେ ନିଯୁକ୍ତି ଦେଇଥିଲେ ।…
ହସ ଏବଂ ଲୁହ
ହସ ଏବଂ ଲୁହ ବାଗଦାଦ୍ ନଗରୀର ଅଦୂରରେ ଗୋଟିଏ ଗ୍ରାମ ଥାଏ । ସେ ଗ୍ରାମର ବିଶିଷ୍ଟ ଲୋକେ ଅପରାହ୍ନରେ ସାଧାରଣତଃ ଗୋଟାଏ ବିରାଟ ଗଛର ଛାଇରେ ବସି ଗପସପ ହେଉଥାନ୍ତି । ଦିନେ ସେମାନେ ଗପରେ ମଜ୍ଜି ରହିଛନ୍ତି, କେତେବେଳେ ଯେ ଜଣେ ଅଜଣା ପଥିକ ସେହି ଗଛର ଅନ୍ୟ ପଟରେ ଛାଇରେ ଆସି ବସି ଗଲାଣି, ସେକଥା ସେମାନେ…