Related Courses
ବୃକ୍ଷର ଜୀବନ
ବୃକ୍ଷର ଜୀବନ ଗୋଟିଏ ଆମ୍ବ ଗଛରେ ଯଥେଷ୍ଟ ଫଳଫଳି ଲୋଟି ପଡୁଥାଏ । କ୍ରମେ ତାହା ପାଚି ମହମହ ବାସରେ ଚଉଦିଗ ମହକାଇ ଦେଲା । ଏତିକିବେଳେ ପିଲାମାନଙ୍କର ନଜର ପଡିଗଲା ସେହି ଗଛ ଉପରେ । ସେମାନେ ଆମ୍ବଖାଇବାକୁ ମନକଲେ । ହେଲେ କିପରି ତୋଳିବେ? ଛୋଟ ଛୋଟ ପିଲା, ତାଙ୍କର ଗଛ ଉପରକୁ ହାତ ପାଉନଥାଏ ଆମ୍ବ ତୋଳିବା ପାଇଁ । ତହୁଁ…
ଚିରନ୍ତନ ସୁଖ ଯାହାର ଯେଉଁଠି
ଚିରନ୍ତନ ସୁଖ ଯାହାର ଯେଉଁଠି ଜଣେ ତପସ୍ୱୀ ତାଙ୍କ ଶିଷ୍ୟଗଣଙ୍କ ସହିତ ହମାଳୟ ପାଦଦେଶରେ କୁଟୀର ରଚନା କରି ରହୁଥାନ୍ତି । ପ୍ରତ୍ୟହ ଜପ ତପରେ ତାଙ୍କର ଜୀବନ ଭାରି ଶାନ୍ତିରେ କଟି ଯାଉଥାଏ । ଏକଦା ତାଙ୍କର ଶିଷ୍ୟଗଣ ସହିତ ତପସ୍ୱୀ ତୀର୍ଥାଟନରେ ଯାଇ କାଶୀ ଧାମରେ ପହଁଚିଲେ । ହିମାଳୟରୁ ଆସିଥିବା ତପସ୍ୱୀଙ୍କର ଆଗମନର ଖବର କାଶୀ ନରେଶଙ୍କ ପାଖରେ…
ପର ଭରଷାରେ କାମ ହୁଏ ନାହିଁ
ପର ଭରଷାରେ କାମ ହୁଏ ନାହିଁ ଗୋଟିଏ ବଗ କ୍ଷେତ ଭିତରେ ବସା ବନାଇ ରହି ଥିଲା । ସେହିଠାରେ ବଗଟି ମଧ୍ୟ ନିଜ ଛୁଆଙ୍କୁ ଲାଳନ ପାଳନ କରୁ ଥିଲା । ଯେତେବେଳେ କ୍ଷେତରେ ଧାନ ପାଚିଗଲା ବଗଟି ଚିନ୍ତା କରିବାକୁ ଲାଗିଲା । ବର୍ତ୍ତମାନ କ୍ଷେତରେ ଧାନ କାଟିବା ଚାଲିବ । ସେଥି ପାଇଁ ଏଠାରେ ରହିବା ତଥା ଛୁଆଙ୍କୁ ଲାଳନ ପାଳନ…
ଖାଲ ଖୋଳିବା ଲୋକଙ୍କ କୁଅଁ
ଖାଲ ଖୋଳିବା ଲୋକଙ୍କ କୁଅଁ ଏକଦା ଗୋଟିଏ ଜଙ୍ଗଲରେ ଗୋଟିଏ ସିଂହ ଅସୁସ୍ଥ ହୋଇ ଗୁମ୍ଫା ଭିତରେ ଶୋଇ ରହି ଥିଲା । ଏଥିରେ ଚିନ୍ତିତ ହୋଇ ଜଙ୍ଗଲର ସବୁ ପ୍ରାଣୀ ଆସି ସିଂହ ରାଜାଙ୍କ ଭଲ ମନ୍ଦ ପଚାରି ବୁଝି ଯାଉ ଥିଲେ ଆଉ ତାଙ୍କୁ ସୁସ୍ଥ କରିବା ପାଇଁ ସବୁ ଦିନ ଔଷଧ ତଥା ଦାରୁର ବ୍ୟବସ୍ଥା କରୁ ଥିଲେ । ପରନ୍ତୁ ଯେତେ…
ବିଳାସୀ ମହନ୍ତ
ବିଳାସୀ ମହନ୍ତ ଗଙ୍ଗାକୂଳରେ ଗୋଟିଏ ଛୋଟ ସହର । ସେଠାରେ ଅନେକ ମନ୍ଦିର ଆଉ ମଠ । ତୀର୍ଥସ୍ଥାନ ବୋଲି ବର୍ଷ ସାରା ସେଠାରେ ଯାତ୍ରୀଗହଳି ଲାଗି ରହିଥାଏ । ବାରମାସରେ ତେର ପର୍ବ । କେତେ ଦୂର ଦେଶରୁ ସାଧୁ, ସନ୍ନ୍ୟାସୀ, ବଣିକ, ରାଜା, ଜମିଦାର ଏହି ସହରକୁ ଆସନ୍ତି ନିଜ ମନ ପରିବର୍ତ୍ତନ କରିବା ପାଇଁ । ଏହି ତୀର୍ଥଯାତ୍ରୀ ମାନଙ୍କଠାରୁ ହିଁ ମଠ…