All Courses

Showing 10-18 of 62 results

ବିଳାସୀ ମହନ୍ତ

ବିଳାସୀ ମହନ୍ତ      ଗଙ୍ଗାକୂଳରେ ଗୋଟିଏ ଛୋଟ ସହର । ସେଠାରେ ଅନେକ ମନ୍ଦିର ଆଉ ମଠ । ତୀର୍ଥସ୍ଥାନ ବୋଲି ବର୍ଷ ସାରା ସେଠାରେ ଯାତ୍ରୀଗହଳି ଲାଗି ରହିଥାଏ । ବାରମାସରେ ତେର ପର୍ବ । କେତେ ଦୂର ଦେଶରୁ ସାଧୁ, ସନ୍ନ୍ୟାସୀ, ବଣିକ, ରାଜା, ଜମିଦାର ଏହି ସହରକୁ ଆସନ୍ତି ନିଜ ମନ ପରିବର୍ତ୍ତନ କରିବା ପାଇଁ । ଏହି ତୀର୍ଥଯାତ୍ରୀ ମାନଙ୍କଠାରୁ ହିଁ ମଠ…

ଅଳ୍ପ ଦିନର ସାଥି

ଅଳ୍ପ ଦିନର ସାଥି     ଅଜଣା ରାସ୍ତାରେ ଚାଲୁ ଚାଲୁ ଝୁଣ୍ଟି ପଡିବାର ସମ୍ଭାବନା ଅନିର୍ବାଜ। ଅଜଣା ରାସ୍ତାଟି ଯଦି କଣ୍ଟକିତ ଓ ଅଣଓସରିଆ ହୋଇଥାଏ, ତ ସରିଗଲା କଥା। କେଉଁ ମୁହୂର୍ତ୍ତରେ ସମୟ ଆସି ଠେଲି ଦେଇ ଯିବ କିଛି ଠିକଣା ନାହିଁ । ଏମିତି ଏକ ରାସ୍ତାରେ ଦିନେ ଚାଲିଥିଲା ଆରାଧ୍ୟା।       ପିଜିର ପ୍ରଥମ ଦିନ ହିଁ କଲେଜରେ ଜଣେ କ୍ଲାସମେଟ…

ମିଛୁଆ, ଖଚୁଆ, ଚୁଗୁଲିଆ

ମିଛୁଆ, ଖଚୁଆ, ଚୁଗୁଲିଆ     ଜଙ୍ଗଲର ରାଜା ସିଂହ ଗୁମ୍ଫାରେ ବାସ କରୁଥାଏ । ହଠାତ୍ ସିଂହର ଦେହ ଖରାପ ହୋଇଯିବାରୁ ସେ ଜଙ୍ଗଲରେ ବୁଲି ଶିକାର କରି ପାରିଲା ନାହିଁ । ସୁତରାଂ ଜଙ୍ଗଲର ପଶୁମାନେ ଜଣଜଣ କରି ସିଂହ ପାଇଁ ପଥ୍ୟଦ୍ରବ୍ୟ ଆଣି ଭେଟି ଦେଲେ । ହେଲେ ବହୁତ ଦିନ ଯାଏଁ ବିଲୁଆର ଦେଖାନଥାଏ ।         କିଛିଦିନ ପରେ…

ସ୍କୁଟର

ସ୍କୁଟର     ତମକୁ କିଏ କହିଲା ଏ ଭଙ୍ଗା ସ୍କୁଟର ଚଢି ମୋ ହଷ୍ଟେଲ ପାଖକୁ ଆସିବାକୁ? ମୋତେ ଫୋନ୍ କରିଥିଲେ ମୁଁ ଅଧାବାଟ ଯାଏଁ ଚାଲି ଯାଇଥାନ୍ତି। ହେଉ ଦିଅ ଦିଅ ପଇସା ଦେଇ ଜଲଦି ଏଠୁ ପଳାଅ। ମୋ ସାଙ୍ଗ ମାନେ କାଳେ ଆସିଯିବେ। ଆଉ ତୁମର ଏ ଭଙ୍ଗା ସ୍କୁଟର ଦେଖି ସେମାନେ ମୋ’ର ମଜା ଉଡେଇବେ। ପୁଅ ସଞ୍ଜୟ ମୁହଁରୁ ଏପରି କଥା…

ରୋଜି ଓ ପରୀରାଣୀ

ରୋଜି ଓ ପରୀରାଣୀ        ସେ କାଳରେ ଫ୍ରାନ୍ସରେ ଜଣେ ରାଜା ରାଜୁତି କରୁଥିଲେ । ବହୁକାଳଯାଏଁ ତାଙ୍କ ରାଣୀଙ୍କର କିଛି ବି ସନ୍ତାନ ହେଲା ନାହିଁ । ଏହି କାରଣରୁ ରାଜା ରାଣୀ ଦୁହେଁ ବଡ ମନ ଦୁଃଖରେ ଥାଆନ୍ତି । କେତେ ଦିଅଁ ଦେବତା ଡାକିଲା ପରେ ଯାଇ ରାଣୀଙ୍କର ଚନ୍ଦ୍ରଉଦିଆ ପରି ଦୁଇଟି ଜାଆଁଳା ଝିଅ ହେଲେ । ସେ ଦୁହେଁ ଦେଖିବାକୁ…

କଖାରୁ ଓ ରାଜାଝିଅ

କଖାରୁ ଓ ରାଜାଝିଅ             ବହୁତ ଦିନ ତଳର କଥା । ଗୋଟିଏ କୃଷକ ଓ ତା’ସ୍ତ୍ରୀ ବିଲରେ ଚାଷ କରି ପେଟ ପୋଷୁଥାନ୍ତି । ସେମାନଙ୍କର କୌଣସି ପିଲାପିଲି ନଥାନ୍ତି ।             ଦିନେ ସେମାନେ ବିଲରେ ଚାଷ କରୁଛନ୍ତି, ହଠାତ୍ ସେ କୃଷକ ତା’ ସ୍ତ୍ରୀକୁ କହିଲା, ‘ମୋତେ ଖୁବ୍ ଭୋକ ଲାଗୁଛି…

କଥାକୁହା ଫଳ

କଥାକୁହା ଫଳ      ଜଣେ ରାଜାଙ୍କ ପାଖରେ ଅଗଣିତ ଗାଈ ଥିଲେ । ପଶୁପାଳକ ପ୍ରତିଦିନ ସେହି ଗାଈଗୁଡିକ ଚରାଇବା ପାଇଁ ପାହାଡ ନିକଟସ୍ଥ ପ୍ରାନ୍ତରକୁ ନେଇ ଯାଆନ୍ତି । କିନ୍ତୁ ସଂନ୍ଧ୍ୟା ସମୟକୁ ଫେରିବାବେଳକୁ ଗାଈଙ୍କ ସଂଖ୍ୟା ସମୟକୁ ଫେରିବାବେଳକୁ ଗାଈଙ୍କ ସଂଖ୍ୟା କମି ଯାଇଥାଏ । ଏପରି କିଛିଦିନ ଲଗାତାର ଘଟିବାରୁ ରାଜା ଖୁବ୍ ଚିନ୍ତିତ ହୋଇ ପଡିଲେ । ଅନେକ ପ୍ରକାର ସତର୍କତା ଅବଲମ୍ବନ…

ନୂତନ ଦଣ୍ଡ

ନୂତନ ଦଣ୍ଡ          ଚନ୍ଦ୍ରସେନ ନାମକ ଜଣେ ରାଜାଙ୍କ ନିକଟରେ ଭୂଷଣ ନାମକ ବିଦୁଷକ ଥିଲେ । ରାଜାଙ୍କୁ ଖୁସି ରଖିବାରେ ସେ ଅଦ୍ୱିତୀୟ ଥିଲେ । ଦିନେ ରାଜା ତାଙ୍କ ଉପରେ ଖୁସି ହୋଇ କହିଲେ, “ବିଦୁଷକ, ତୁମେ ମୋତେ କିଛି ବର ମାଗ ଯେଉଁଥିରେ କି ମୋର କିଛି କ୍ଷତି ନହେଉ ଓ ତୁମର ବହୁତ ଲାଭ ହେଉ ।”    …

ଷଡଯନ୍ତ୍ରର ସୁଫଳ

ଷଡଯନ୍ତ୍ରର ସୁଫଳ        ଅମିରୁ ଆଲାମ ସହରର ସୁଲତାନ୍ ଥିଲେ । ତାଙ୍କ ଦରବାରରେ ଦଶଜଣ ଉଜୀର୍ ଥିଲେ । କିନ୍ତୁ ସେମାନେ ସଦାବେଳେ ସୁଲତାନ୍ଙ୍କ ଅଜାଣତରେ ଲୋକଙ୍କ ଉପରେ ଅତ୍ୟାଚାର କରି ଅନେକ ଧନସମ୍ପତ୍ତି ଠକି ଖାଉଥିଲେ । ଅବଶେଷରେ ପଡୋଶୀ ରାଜ୍ୟର ସୁଲତାନ୍ ଯେତେବେଳେ ରାଜ୍ୟ ଆକ୍ରମଣ କଲେ, ସେତେବେଳେ ଏଇ ବିଶ୍ୱାସଘାତକ ଉଜୀରମାନେ ଗୁପ୍ତରେ ପଡୋଶୀ ରାଜ୍ୟକୁ ସାହାଯ୍ୟ କଲେ । ତେଣୁ…

ସଂଚୟର ମହତ୍ୱ

ସଂଚୟର ମହତ୍ୱ      ଏକ ଛୋଟ ଗ୍ରାମରେ ଅନନ୍ତର ଜନ୍ମ । ଅଠର ବର୍ଷ ବୟସରେ ବିଦ୍ୟାଳୟ ଶିକ୍ଷା ସମାପ୍ତ କରିବା ବେଳକୁ ତା’ ପିତାଙ୍କର ଦେହାନ୍ତ ଘଟିଲା । ତାକୁହିଁ କ୍ଷେତ ବାଡିର କଥା ବୁଝିବାକୁ ପଡିଲା । ଏଥି ସହିତ ସେ ନିଜ ପାଇଁ ଚାକିରୀଟିଏ ମଧ୍ୟ ଯୋଗାଡ କଲା ।        ଜମିଦାରଙ୍କ ଦୋକାନରେ ଛୋଟ ଚାକିରୀଟିଏ ପାଇ ସେ ଖୁବ୍…