Showing 19-27 of 62 results
ଚୋରି ଆଉ ମିଛ
ଚୋରି ଆଉ ମିଛ ଚୋରଟିଏ ଥିଲା । ସେ ଜଣେ ସଦ୍ଗୁଣସମ୍ପନ୍ନା ସ୍ତ୍ରୀକୁ ବିବାହ କଲା । ଚୋରର ନବାଗତ ସ୍ତ୍ରୀ ଯେତେବେଳେ ଜାଣିଲା, ତା’ର ସ୍ୱାମୀ ଗୋଟିଏ ବୁଢା ଚୋର, ତାକୁ ବହୁତ ଖରାପ ଲାଗିଲା । ସେ ତା’ର ଭାଗ୍ୟକୁ ନିନ୍ଦି ଅନେକ ଧିକ୍କାର କଲା ସିନା ଆଉ ଉପାୟ କିଛି ନଥିଲା । ଶେଷରେ…
ଚମର ଜୋତା
ଚମର ଜୋତା ଚିତ୍ରଦୁର୍ଗ ଗ୍ରାମରେ ସଦାଶିବ ଓ ମହାଦେବ ନାମକ ଦୁଇଜଣ ବ୍ୟବସାୟୀ ରହୁଥିଲେ । ସେ ଦୁହେଁ ପଡୋଶୀ ଥିଲେ । ସଦାଶିବ ସରଳ ଥିଲେ । ଅଥଚ ମହାଦେବ କୁଟୀଳ ଓ ଅତ୍ୟନ୍ତ ପରଶ୍ରୀକାତର ଥିଲେ । ସଦାଶିବଙ୍କ ସ୍ୱଭାବ ଯୋଗୁଁ ଲୋକେ ତାଙ୍କୁ ଖୁବ୍ ଭଲ ପା’ନ୍ତି ଓ ସମ୍ମାନ ବି ଦିଅନ୍ତି । ଏସବୁ…
ସଦାଶୟୀ କୈପାଙ୍ଗ
ସଦାଶୟୀ କୈପାଙ୍ଗ ଗୋଟିଏ ଗାଁରେ ଗରୀବ ଚାଷୀଟିଏ ଥାଏ । ତା’ର ତିନିପୁଅ । ସ୍ତ୍ରୀ ମରିଯାଇଥାଏ । ବଡ ଦୁଇପୁଅ ବୁଦ୍ଧିମାନ, ଚାଷବାସ, ବ୍ୟବସାୟ ଇତ୍ୟାଦି କରି ଧନ ରୋଜଗାର କରନ୍ତି । କିନ୍ତୁ ସାନପୁଅଟିର ସ୍ୱଭାବ ଏକବାରେ ଅନ୍ୟ ରକମ । ସେ ଘରକାମ ନ କରି ଟଙ୍କାପଇସା ରୋଜଗାରରେ ବେଶି ମନ ନ ଦେଇ ପରଉପକାର କରିବାରେ ଅଧିକ ସମୟ ଦିଏ…
ଯାହା ଚାହିଁବ ତାହା ପାଇବ
ଯାହା ଚାହିଁବ ତାହା ପାଇବ ଗୋଟିଏ ନଗରୀରେ ସାଗରଦତ୍ତ ନାମକ ଏକ ବଣିକ ବାସ କରୁଥିଲେ । ତାଙ୍କର ଗୋଟିଏ ପୁତ୍ର ସନ୍ତାନ ଥିଲା । ଦିନେ ବଣିକ ପୁତ୍ର ଗୋଟିଏ ପୁସ୍ତକ ଏକ ଶହମୁଦ୍ରା ଦେଇ କିଣି ଆଣିଲେ । ଏହି ପୁସ୍ତକ ମଧ୍ୟରେ କେବଳ ଗୋଟିଏ କଥା ଲେଖାଥିଲା । ‘ତୁମର ଯାହା ପାଇବାର ଥିବ ତାହା ତୁମ ନିକଟକୁ ନିଶ୍ଚୟ…
ଅସୁସ୍ଥ ବଳଦ ସଂଜୀବକ କାହାଣୀ
ଅସୁସ୍ଥ ବଳଦ ସଂଜୀବକ କାହାଣୀ ଅନେକ ଦିନ ତଳର କଥା । ଭାରତ ବର୍ଷର ଦକ୍ଷିଣରେ ‘ମହିଳାରୋପ୍ୟ’ ନାମରେ ଏକ ନଗରୀ ଥିଲା । ଏହି ନଗରୀରେ ଜଣେ ଧନୀ ବଣିକ ବସବାସ କରୁଥିଲେ । ସେହି ବଣିକଙ୍କ ନାମ ହେଉଛି ‘ବର୍ଦ୍ଧମାନକ’ । ଏକଦା ରାତ୍ରୀରେ ବର୍ଦ୍ଧମାନକ ବିଛଣାରେ ବିଶ୍ରାମ ନେବା ସମୟରେ ତାଙ୍କ ମନରେ…
ତିନୋଟି ମାଛର କାହାଣୀ
ତିନୋଟି ମାଛର କାହାଣୀ ଗୋଟିଏ ପୁଷ୍କରିଣୀରେ ‘ଅନଂଗତଭିଆତ’, ‘ପ୍ରତୁ୍ୟପିନ୍ନମତି’, ଏବଂ ‘ଯାଦଭଭିଷ୍ୟ’ ନାମକ ତିନୋଟି ମାଛ ରହୁଥିଲେ । ଏକଦା କେତେଜଣ ଧୀବର ସେହି ପୁଷ୍କରିଣୀ କଡଦେଇ ଯାଉଥାଆନ୍ତି । ସେମାନେ ସେହି ପୁଷ୍କରିଣୀର ନୀଳ ସ୍ୱଚ୍ଛ ଜଳରାଶିକୁ ଦେଖି କଥାବାର୍ତ୍ତା ହେଉଥାଆନ୍ତି : ଆମ୍ଭେମାନେ ସବୁ ପୋଖରୀରୁ ମାଛ ମାରି ସାରିଲୁଣି ଅଥଚ ଏହି ପୁଷ୍କରିଣୀକୁ ଆସି ନାହୁଁ । ତେଣୁ…
ରଙ୍ଗଡ
ରଙ୍ଗଡ ରାଜା ପୁରନ୍ଦର ପୁଲିନ୍ଦ ରାଜ୍ୟରେ ରାଜୁତି କରୁଥା’ନ୍ତି । ତାଙ୍କ ଦରବାରରେ ଚାରିଜଣ କପଟି ପଣ୍ଡିତ ଥା’ନ୍ତି । କିଛି ନା କିଛି ବାହାନା ଦେଖାଇ ସେମାନେ ରାଜାଙ୍କଠାରୁ ଟଙ୍କା ସୁନା ନେଇ ଆରାମ୍ରେ ଜୀବନ ବିତାଉଥା’ନ୍ତି । ଥରେ ସେମାନେ ଭାବିଲେ ରାଜାଙ୍କଠାରୁ ବହୁତ ସୁନା ଦାନ ସ୍ୱରୂପ ନେବେ । ସୁତରାଂ ସେମାନେ…
ବୁଢ଼ା ମାଙ୍କଡ଼ର ପ୍ରତିଶୋଧ
ବୁଢ଼ା ମାଙ୍କଡ଼ର ପ୍ରତିଶୋଧ ରାଜା ସିନ୍ଧ୍ୟସେନ ବିନ୍ଧ୍ୟଗିରୀ ରାଜ୍ୟକୁ ଶାସନ କରୁଥାଆନ୍ତି । ରାଜାଙ୍କର ଅତି ସୁନ୍ଦର ଘୋଡ଼ାଗୁଡ଼ାଏ ଥାଆନ୍ତି । ଦିନକର କଥା ରାଜାଙ୍କର ରୋଷ ଶାଳାରେ ଗୋଟିଏ ମେଣ୍ଢା କେଉଁଆଡ଼ୁ ଚାଲି ଆସି ପଶିଗଲା । ତାକୁ ରୋଷେଇଆ ଲୁହା ଅଥବା କାଠ ଫାଳିଆ ଦ୍ୱାରା ପିଟିବାକୁ ଆରମ୍ଭ କରି ଦିଅନ୍ତେ ଆଉ ଜଣେ ରୋଷେଇଆ ଥିଲା ସେ ଚୁଲି ମଧ୍ୟରୁ…
ଦେବାନଙ୍କ ଶିକ୍ଷା
ଦେବାନଙ୍କ ଶିକ୍ଷା କାଶୀପୁରର ଜମିଦାର ଘୋଡା ଚଢା, ଶୀକାର ଓ ମଲ୍ଲବିଦ୍ୟାରେ ଖୁବ୍ ପାରଙ୍ଗମ ଥିଲେ । ତାଙ୍କ ପ୍ରଜାମାନେ ବି ଏସବୁ ବିଦ୍ୟା ହାସଲ କରନ୍ତୁ, ଏହା ତାଙ୍କ ଇଚ୍ଛା ଥିଲା । ତେଣୁ ସେ ପ୍ରତି ଗ୍ରାମରେ ଗୋଟାଏ ଗୋଟାଏ କୁସ୍ତି ଆଖଡା ସ୍ଥାପନ କରିଥିଲେ । ଜଣେ ଜଣେ ମଲ୍ଲବୀରଙ୍କୁ ପ୍ରତି ଆଖଡା ଉପରେ ଅଧ୍ୟକ୍ଷ ଭାବରେ ସେ ନିଯୁକ୍ତି ଦେଇଥିଲେ ।…
ଶାପ ମୁକ୍ତି
ଶାପ ମୁକ୍ତି କୌଣସି ଏକ ଜଙ୍ଗଲରେ ନିର୍ବାସ ନାମକ ଜଣେ ମୁନି ଥିଲେ । ସ୍ୱଭାବତଃ ସେ ବଡ କ୍ରୋଧୀ ଥିଲେ । ଅଳ୍ପ କଥାରେ ରାଗିଗଲେ ଅଭିଶାପ ଦେଇ ବସୁଥିଲେ । ଥରେ ରାଜା ସୁଦୀପ କୌଣସି ଛୋଟ ଏକ ଭୁଲ୍ କଲେ ବୋଲି ମୁନି ରାଗିଯାଇ ତାଙ୍କୁ କହିଲେ, “ତୁମେ ରାକ୍ଷସ ହୋଇଯାଅ ।” ଫଳରେ ସେ ରାଜା ତତ୍କ୍ଷଣାତ୍ ରାକ୍ଷସ…