READ ODIA STORY

  • All
  • AMA KUNAKUNI MAGAZINE
  • award
  • CELEBRATION
  • distrubution
  • Hingula Library
  • Inaguration
  • LIBRARY

May 1, 2025

ତମ୍ବାପାତ୍ରର ଭୂତ      ସୀତାରାମ ଜଣେ ମଦ୍ୟପ ଥିଲା । ମଦ୍ୟପାନ ପାଇଁ, ସେ ନିଜର ଘର, ଜମିବାଡି ସବୁ କିଛି ବିକିଦେଇଥିଲା । ଉପଯୁକ୍ତ ଚିକିତ୍ସା ଅଭାବରୁ, ତା’ର ପତ୍ନୀ ମୃତ୍ୟୁବରଣ କରିଥିଲା । ଏପରିକି ନିଜର ଏକମାତ୍ର ସନ୍ତାନ ରାଜୁକୁ ମଧ୍ୟ ସେ ପଡୋଶୀ ଚରଣକୁ ବିକିଦେଇଥିଲା । ପ୍ରତିବଦଳରେ ଚରଣ ସୀତାରାମକୁ ପିଇବା ପାଇଁ ପଇସା ଦିଏ ।        ସମୟକ୍ରମେ ସୀତାରାମର ମୃତ୍ୟୁ ଘଟିଲା । ପିତାଙ୍କ ଦାହ-କ୍ରିୟା ସମାପ୍ତ ପରେ ରାଜୁ ଚରଣକୁ ନିଜ ଦୁଃଖ ଜଣାଇ କହିଲା, “ମାଲିକ, ଏତେଦିନ ଧରି ଆପଣ...

ହସ ଏବଂ ଲୁହ

May 2, 2025

ହସ ଏବଂ ଲୁହ        ବାଗଦାଦ୍ ନଗରୀର ଅଦୂରରେ ଗୋଟିଏ ଗ୍ରାମ ଥାଏ । ସେ ଗ୍ରାମର ବିଶିଷ୍ଟ ଲୋକେ ଅପରାହ୍ନରେ ସାଧାରଣତଃ ଗୋଟାଏ ବିରାଟ ଗଛର ଛାଇରେ ବସି ଗପସପ ହେଉଥାନ୍ତି ।        ଦିନେ ସେମାନେ ଗପରେ ମଜ୍ଜି ରହିଛନ୍ତି, କେତେବେଳେ ଯେ ଜଣେ ଅଜଣା ପଥିକ ସେହି ଗଛର ଅନ୍ୟ ପଟରେ ଛାଇରେ ଆସି ବସି ଗଲାଣି, ସେକଥା ସେମାନେ ଜାଣି ନଥାନ୍ତି ।      ଜଣେ ଗ୍ରାମବାସୀ କହୁଥାନ୍ତି, “ଘରଟି ତିଆରି କରିବା ଦିନରୁ ମୋ ସମୁଧି ବେଶ୍ ସୁଖରେ ଅଛନ୍ତି ।”...

ଶାପ ମୁକ୍ତି

May 3, 2025

ଶାପ ମୁକ୍ତି         କୌଣସି ଏକ ଜଙ୍ଗଲରେ ନିର୍ବାସ ନାମକ ଜଣେ ମୁନି ଥିଲେ । ସ୍ୱଭାବତଃ ସେ ବଡ କ୍ରୋଧୀ ଥିଲେ । ଅଳ୍ପ କଥାରେ ରାଗିଗଲେ ଅଭିଶାପ ଦେଇ ବସୁଥିଲେ । ଥରେ ରାଜା ସୁଦୀପ କୌଣସି ଛୋଟ ଏକ ଭୁଲ୍ କଲେ ବୋଲି ମୁନି ରାଗିଯାଇ ତାଙ୍କୁ କହିଲେ, “ତୁମେ ରାକ୍ଷସ ହୋଇଯାଅ ।” ଫଳରେ ସେ ରାଜା ତତ୍କ୍ଷଣାତ୍ ରାକ୍ଷସ ହୋଇଗଲେ ଓ ନିଜ ପ୍ରଜାମାନଙ୍କୁ ହଇରାଣ ହରକତ କଲେ, ଖାଇ ଗୋଡାଇଲେ ।        ଏଣେ ରାଜା ସୁଦୀପଙ୍କର ଅନୁପସ୍ଥିତିରେ ତାଙ୍କୁ...

ଦେବାନଙ୍କ ଶିକ୍ଷା

May 4, 2025

ଦେବାନଙ୍କ ଶିକ୍ଷା     କାଶୀପୁରର ଜମିଦାର ଘୋଡା ଚଢା, ଶୀକାର ଓ ମଲ୍ଲବିଦ୍ୟାରେ ଖୁବ୍ ପାରଙ୍ଗମ ଥିଲେ । ତାଙ୍କ ପ୍ରଜାମାନେ ବି ଏସବୁ ବିଦ୍ୟା ହାସଲ କରନ୍ତୁ, ଏହା ତାଙ୍କ ଇଚ୍ଛା ଥିଲା । ତେଣୁ ସେ ପ୍ରତି ଗ୍ରାମରେ ଗୋଟାଏ ଗୋଟାଏ କୁସ୍ତି ଆଖଡା ସ୍ଥାପନ କରିଥିଲେ । ଜଣେ ଜଣେ ମଲ୍ଲବୀରଙ୍କୁ ପ୍ରତି ଆଖଡା ଉପରେ ଅଧ୍ୟକ୍ଷ ଭାବରେ ସେ ନିଯୁକ୍ତି ଦେଇଥିଲେ ।        ଥରେ ଜମିଦାର ଦେଶ ଦେଶାନ୍ତର ପର୍ଯ୍ୟଟନ କରିବାକୁ ଗଲେ । ସେ ଦେଖିଲେ ଅନ୍ୟାନ୍ୟ ରାଜା ଜମିଦାରମାନେ ଆପଣା ଆପଣା...

ବୁଢ଼ା ମାଙ୍କଡ଼ର ପ୍ରତିଶୋଧ

May 5, 2025

ବୁଢ଼ା ମାଙ୍କଡ଼ର ପ୍ରତିଶୋଧ          ରାଜା ସିନ୍ଧ୍ୟସେନ ବିନ୍ଧ୍ୟଗିରୀ ରାଜ୍ୟକୁ ଶାସନ କରୁଥାଆନ୍ତି । ରାଜାଙ୍କର ଅତି ସୁନ୍ଦର ଘୋଡ଼ାଗୁଡ଼ାଏ ଥାଆନ୍ତି । ଦିନକର କଥା ରାଜାଙ୍କର ରୋଷ ଶାଳାରେ ଗୋଟିଏ ମେଣ୍ଢା କେଉଁଆଡ଼ୁ ଚାଲି ଆସି ପଶିଗଲା । ତାକୁ ରୋଷେଇଆ ଲୁହା ଅଥବା କାଠ ଫାଳିଆ ଦ୍ୱାରା ପିଟିବାକୁ ଆରମ୍ଭ କରି ଦିଅନ୍ତେ ଆଉ ଜଣେ ରୋଷେଇଆ ଥିଲା ସେ ଚୁଲି ମଧ୍ୟରୁ ଖଣ୍ଡିଏ ଜଳନ୍ତା କାଠ ବାହାର କରି ଆଣି ମେଣ୍ଢାକୁ ପିଟି ଦେବାରୁ ତା’ ଦେହରେ ଥିବା ଲୋମରେ ନିଆଁ ଲାଗିଗଲା । ଏବେ ବିଚରା...

ରଙ୍ଗଡ

May 6, 2025

ରଙ୍ଗଡ          ରାଜା ପୁରନ୍ଦର ପୁଲିନ୍ଦ ରାଜ୍ୟରେ ରାଜୁତି କରୁଥା’ନ୍ତି । ତାଙ୍କ ଦରବାରରେ ଚାରିଜଣ କପଟି ପଣ୍ଡିତ ଥା’ନ୍ତି । କିଛି ନା କିଛି ବାହାନା ଦେଖାଇ ସେମାନେ ରାଜାଙ୍କଠାରୁ ଟଙ୍କା ସୁନା ନେଇ ଆରାମ୍ରେ ଜୀବନ ବିତାଉଥା’ନ୍ତି ।           ଥରେ ସେମାନେ ଭାବିଲେ ରାଜାଙ୍କଠାରୁ ବହୁତ ସୁନା ଦାନ ସ୍ୱରୂପ ନେବେ । ସୁତରାଂ ସେମାନେ ଗୋଟିଏ ଉପାୟ ଠିକ୍ କଲେ । ଦିନେ ଦରବାରରେ ରାଜା ବସିଥା’ନ୍ତି, ଚାରି ପଣ୍ଡିତ ଯାଇ କହିଲେ, “ମହାରାଜ, ଗତକାଲି ଆମେମାନେ ଆପଣଙ୍କ ଜାତକ...

Share to...