READ ODIA STORY

  • All
  • AMA KUNAKUNI MAGAZINE
  • award
  • CELEBRATION
  • distrubution
  • Hingula Library
  • Inaguration
  • LIBRARY
କଥାକୁହା ଫଳ

May 18, 2025

କଥାକୁହା ଫଳ      ଜଣେ ରାଜାଙ୍କ ପାଖରେ ଅଗଣିତ ଗାଈ ଥିଲେ । ପଶୁପାଳକ ପ୍ରତିଦିନ ସେହି ଗାଈଗୁଡିକ ଚରାଇବା ପାଇଁ ପାହାଡ ନିକଟସ୍ଥ ପ୍ରାନ୍ତରକୁ ନେଇ ଯାଆନ୍ତି । କିନ୍ତୁ ସଂନ୍ଧ୍ୟା ସମୟକୁ ଫେରିବାବେଳକୁ ଗାଈଙ୍କ ସଂଖ୍ୟା ସମୟକୁ ଫେରିବାବେଳକୁ ଗାଈଙ୍କ ସଂଖ୍ୟା କମି ଯାଇଥାଏ । ଏପରି କିଛିଦିନ ଲଗାତାର ଘଟିବାରୁ ରାଜା ଖୁବ୍ ଚିନ୍ତିତ ହୋଇ ପଡିଲେ । ଅନେକ ପ୍ରକାର ସତର୍କତା ଅବଲମ୍ବନ କଲେ । ମାତ୍ର ଗାଈମାନଙ୍କର ଅନ୍ତର୍ଦ୍ଧାନ ବନ୍ଦ ହେଲା ନାହିଁ । ପଶୁପାଳକଙ୍କୁ ରାଜା ଏହାର କାରଣ ବାରମ୍ବାର ପଚାରିଲେ ସେମାନେ ସେହି ଏକା...

କଖାରୁ ଓ ରାଜାଝିଅ

May 20, 2025

କଖାରୁ ଓ ରାଜାଝିଅ             ବହୁତ ଦିନ ତଳର କଥା । ଗୋଟିଏ କୃଷକ ଓ ତା’ସ୍ତ୍ରୀ ବିଲରେ ଚାଷ କରି ପେଟ ପୋଷୁଥାନ୍ତି । ସେମାନଙ୍କର କୌଣସି ପିଲାପିଲି ନଥାନ୍ତି ।             ଦିନେ ସେମାନେ ବିଲରେ ଚାଷ କରୁଛନ୍ତି, ହଠାତ୍ ସେ କୃଷକ ତା’ ସ୍ତ୍ରୀକୁ କହିଲା, ‘ମୋତେ ଖୁବ୍ ଭୋକ ଲାଗୁଛି । ତେଣୁ ତୁ ଘରକୁ ଯାଇ କିଛି ମକା ଭାଜି ଆଣ ।’                ...

ରୋଜି ଓ ପରୀରାଣୀ

May 22, 2025

ରୋଜି ଓ ପରୀରାଣୀ        ସେ କାଳରେ ଫ୍ରାନ୍ସରେ ଜଣେ ରାଜା ରାଜୁତି କରୁଥିଲେ । ବହୁକାଳଯାଏଁ ତାଙ୍କ ରାଣୀଙ୍କର କିଛି ବି ସନ୍ତାନ ହେଲା ନାହିଁ । ଏହି କାରଣରୁ ରାଜା ରାଣୀ ଦୁହେଁ ବଡ ମନ ଦୁଃଖରେ ଥାଆନ୍ତି । କେତେ ଦିଅଁ ଦେବତା ଡାକିଲା ପରେ ଯାଇ ରାଣୀଙ୍କର ଚନ୍ଦ୍ରଉଦିଆ ପରି ଦୁଇଟି ଜାଆଁଳା ଝିଅ ହେଲେ । ସେ ଦୁହେଁ ଦେଖିବାକୁ ଭାରି ସୁନ୍ଦର ଥିଲେ । ଦୁଇଜଣଙ୍କ ନାଁ ଦିଆହେଲା ‘ଗୋଲାପ’ ଆଉ ‘ହେନା’ । ତିନିବର୍ଷ ପରେ ରାଣୀଙ୍କର ଆଉ ଗୋଟିଏ ଝିଅ ହେଲା...

May 24, 2025

ମିଛୁଆ, ଖଚୁଆ, ଚୁଗୁଲିଆ     ଜଙ୍ଗଲର ରାଜା ସିଂହ ଗୁମ୍ଫାରେ ବାସ କରୁଥାଏ । ହଠାତ୍ ସିଂହର ଦେହ ଖରାପ ହୋଇଯିବାରୁ ସେ ଜଙ୍ଗଲରେ ବୁଲି ଶିକାର କରି ପାରିଲା ନାହିଁ । ସୁତରାଂ ଜଙ୍ଗଲର ପଶୁମାନେ ଜଣଜଣ କରି ସିଂହ ପାଇଁ ପଥ୍ୟଦ୍ରବ୍ୟ ଆଣି ଭେଟି ଦେଲେ । ହେଲେ ବହୁତ ଦିନ ଯାଏଁ ବିଲୁଆର ଦେଖାନଥାଏ ।         କିଛିଦିନ ପରେ ବିଲୁଆ ଭାବିଲା ମୁଁ ରାଜାଙ୍କୁ ସାକ୍ଷାତ କରିବା ପାଇଁ ଯାଇ ନଥିବାରୁ ରାଜା ବୋଧେ ମୋ ଉପରେ ରାଗିଥିବେ । ତେଣୁ ଯାଉଛି ରାଜଉଆସ...

ବିଳାସୀ ମହନ୍ତ

May 24, 2025

ବିଳାସୀ ମହନ୍ତ      ଗଙ୍ଗାକୂଳରେ ଗୋଟିଏ ଛୋଟ ସହର । ସେଠାରେ ଅନେକ ମନ୍ଦିର ଆଉ ମଠ । ତୀର୍ଥସ୍ଥାନ ବୋଲି ବର୍ଷ ସାରା ସେଠାରେ ଯାତ୍ରୀଗହଳି ଲାଗି ରହିଥାଏ । ବାରମାସରେ ତେର ପର୍ବ । କେତେ ଦୂର ଦେଶରୁ ସାଧୁ, ସନ୍ନ୍ୟାସୀ, ବଣିକ, ରାଜା, ଜମିଦାର ଏହି ସହରକୁ ଆସନ୍ତି ନିଜ ମନ ପରିବର୍ତ୍ତନ କରିବା ପାଇଁ । ଏହି ତୀର୍ଥଯାତ୍ରୀ ମାନଙ୍କଠାରୁ ହିଁ ମଠ ଓ ମନ୍ଦିରମାନଙ୍କର ଭଲ ଆୟ ହୋଇଥାଏ ।     ତେବେ ସେ ଗଙ୍ଗା କୂଳକୁ ଲାଗି ଗୋଟିଏ ମଠ ଥାଏ, ଯାହାର ମହନ୍ତ...

May 24, 2025

ଖାଲ ଖୋଳିବା ଲୋକଙ୍କ କୁଅଁ      ଏକଦା ଗୋଟିଏ ଜଙ୍ଗଲରେ ଗୋଟିଏ ସିଂହ ଅସୁସ୍ଥ ହୋଇ ଗୁମ୍ଫା ଭିତରେ ଶୋଇ ରହି ଥିଲା । ଏଥିରେ ଚିନ୍ତିତ ହୋଇ ଜଙ୍ଗଲର ସବୁ ପ୍ରାଣୀ ଆସି ସିଂହ ରାଜାଙ୍କ ଭଲ ମନ୍ଦ ପଚାରି ବୁଝି ଯାଉ ଥିଲେ ଆଉ ତାଙ୍କୁ ସୁସ୍ଥ କରିବା ପାଇଁ ସବୁ ଦିନ ଔଷଧ ତଥା ଦାରୁର ବ୍ୟବସ୍ଥା କରୁ ଥିଲେ । ପରନ୍ତୁ ଯେତେ ସେବା କଲେ ମଧ୍ୟ ସିଂହରାଜାଙ୍କ ଦେହ ଦିନକୁ ଦିନ ଖରାପ ଆଡକୁ ଗତି କରୁ ଥିଲା । ନା ସିଂହ ରୋଗରୁ ମୁକ୍ତ ହେଲା...

Share to...