READ ODIA STORY

  • All
  • AMA KUNAKUNI MAGAZINE
  • award
  • CELEBRATION
  • distrubution
  • Hingula Library
  • Inaguration
  • LIBRARY

May 26, 2025

ପର ଭରଷାରେ କାମ ହୁଏ ନାହିଁ       ଗୋଟିଏ ବଗ କ୍ଷେତ ଭିତରେ ବସା ବନାଇ ରହି ଥିଲା । ସେହିଠାରେ ବଗଟି ମଧ୍ୟ ନିଜ ଛୁଆଙ୍କୁ ଲାଳନ ପାଳନ କରୁ ଥିଲା । ଯେତେବେଳେ କ୍ଷେତରେ ଧାନ ପାଚିଗଲା ବଗଟି ଚିନ୍ତା କରିବାକୁ ଲାଗିଲା । ବର୍ତ୍ତମାନ କ୍ଷେତରେ ଧାନ କାଟିବା ଚାଲିବ । ସେଥି ପାଇଁ ଏଠାରେ ରହିବା ତଥା ଛୁଆଙ୍କୁ ଲାଳନ ପାଳନ କରିବା ଅସମ୍ଭବ । କିନ୍ତୁ ଛୁଆ ମାନେ ବର୍ତ୍ତମାନ ସୁଦ୍ଧା ଉଡିବାକୁ ଶିଖି ନାହାଁନ୍ତି ସେଥି ପାଇଁ କିଛି ଦିନ ଏହି କ୍ଷେତରେ ରହିବାକୁ...

ଚିରନ୍ତନ ସୁଖ ଯାହାର ଯେଉଁଠି

May 28, 2025

ଚିରନ୍ତନ ସୁଖ ଯାହାର ଯେଉଁଠି      ଜଣେ ତପସ୍ୱୀ ତାଙ୍କ ଶିଷ୍ୟଗଣଙ୍କ ସହିତ ହମାଳୟ ପାଦଦେଶରେ କୁଟୀର ରଚନା କରି ରହୁଥାନ୍ତି । ପ୍ରତ୍ୟହ ଜପ ତପରେ ତାଙ୍କର ଜୀବନ ଭାରି ଶାନ୍ତିରେ କଟି ଯାଉଥାଏ ।       ଏକଦା ତାଙ୍କର ଶିଷ୍ୟଗଣ ସହିତ ତପସ୍ୱୀ ତୀର୍ଥାଟନରେ ଯାଇ କାଶୀ ଧାମରେ ପହଁଚିଲେ । ହିମାଳୟରୁ ଆସିଥିବା ତପସ୍ୱୀଙ୍କର ଆଗମନର ଖବର କାଶୀ ନରେଶଙ୍କ ପାଖରେ ପହଁଚିଗଲା । ସୁତରାଂ ନରେଶ ତପସ୍ୱୀଙ୍କୁ ଭେଟି ତାଙ୍କର ସେବା କରିବା ନିମନ୍ତେ କିଛିଦିନ ରାଜପ୍ରାସାଦରେ ଅବସ୍ଥାନ କରିବା ପାଇଁ ନିମନ୍ତ୍ରଣ ଜଣାଇଲେ ।...

May 28, 2025

ବୃକ୍ଷର ଜୀବନ       ଗୋଟିଏ ଆମ୍ବ ଗଛରେ ଯଥେଷ୍ଟ ଫଳଫଳି ଲୋଟି ପଡୁଥାଏ । କ୍ରମେ ତାହା ପାଚି ମହମହ ବାସରେ ଚଉଦିଗ ମହକାଇ ଦେଲା । ଏତିକିବେଳେ ପିଲାମାନଙ୍କର ନଜର ପଡିଗଲା ସେହି ଗଛ ଉପରେ । ସେମାନେ ଆମ୍ବଖାଇବାକୁ ମନକଲେ । ହେଲେ କିପରି ତୋଳିବେ? ଛୋଟ ଛୋଟ ପିଲା, ତାଙ୍କର ଗଛ ଉପରକୁ ହାତ ପାଉନଥାଏ ଆମ୍ବ ତୋଳିବା ପାଇଁ । ତହୁଁ ପିଲାମାନେ ମନରେ ଆମ୍ବ ତୋଳିବା ଉପାୟ ପାଂଚିଲେ । ଏକ ସହଜିଆ ଉପାୟଟେ ପାଇଗଲେ । ଏବେ କ’ଣ କଲେନା ରାସ୍ତାକଡରୁ ଟେକା ପଥର...

ସତ୍ୟର ମୂଲ୍ୟ

May 28, 2025

ସତ୍ୟର ମୂଲ୍ୟ     ଗାଁ ମୁଣ୍ଡରେ ଚାଳି ଘରଟିଏ, ସେଠାରେ ରହୁଥାଏ ଗୋଟିଏ ବୁଢୀ । ତା’ର ସ୍ୱଭାବ ଗାଁ ଲୋକଙ୍କ ଠାରୁ ନିଆରା । ବୁଢୀ ତା’ ଜୀବନରେ କେବେ ମିଛ କହିନାହିଁ କି କାହାର ଅମଙ୍ଗଳ ଚିନ୍ତା କରିନାହିଁ । ଲୋଭରେ ସେ କାହାର କୁଟା ଖଣ୍ଡିଏ ଉଠାଇ ନେବା କେବେ କିଏ ଦେଖିନାହାନ୍ତି । ଧର୍ମ ଓ ଈଶ୍ୱରବିଶ୍ୱାସୀ ଏହି ବୁଢୀକୁ ଗାଁଟିଯାକର ପିଲାଠୁ ବୁଢା ଯାଏଁ ସମସ୍ତେ ଭଲପାଆନ୍ତି ।      ଦିନକର ଘଟଣା । ରାତିଟା ସାରା ଝିପିଝିପି ବର୍ଷା ଲାଗି ରହିଥାଏ । ହଠାତ୍...

Share to...