WATCH NEWS

ହସ ଏବଂ ଲୁହ        ବାଗଦାଦ୍ ନଗରୀର ଅଦୂରରେ ଗୋଟିଏ ଗ୍ରାମ ଥାଏ । ସେ ଗ୍ରାମର ବିଶିଷ୍ଟ ଲୋକେ ଅପରାହ୍ନରେ ସାଧାରଣତଃ…

May 2, 2025

ତମ୍ବାପାତ୍ରର ଭୂତ      ସୀତାରାମ ଜଣେ ମଦ୍ୟପ ଥିଲା । ମଦ୍ୟପାନ ପାଇଁ, ସେ ନିଜର ଘର, ଜମିବାଡି ସବୁ କିଛି ବିକିଦେଇଥିଲା ।…

May 1, 2025

ରାଣୀ ପସନ୍ଦ       ନିଶା ଗରଜୁଥାଏ । ତୁହାକୁ ତୁହା ଶୀତଳ ପବନ ସାଙ୍ଗକୁ ଝିପିଝିପି ବର୍ଷା ମଧ୍ୟ ହେଉଥାଏ । ଆଖପାଖର…

April 30, 2025
  • All
  • AMA KUNAKUNI MAGAZINE
  • award
  • CELEBRATION
  • distrubution
  • Hingula Library
  • Inaguration
  • LIBRARY
ହସ ଏବଂ ଲୁହ

May 2, 2025

ହସ ଏବଂ ଲୁହ        ବାଗଦାଦ୍ ନଗରୀର ଅଦୂରରେ ଗୋଟିଏ ଗ୍ରାମ ଥାଏ । ସେ ଗ୍ରାମର ବିଶିଷ୍ଟ ଲୋକେ ଅପରାହ୍ନରେ ସାଧାରଣତଃ ଗୋଟାଏ ବିରାଟ ଗଛର ଛାଇରେ ବସି ଗପସପ ହେଉଥାନ୍ତି ।        ଦିନେ ସେମାନେ ଗପରେ ମଜ୍ଜି ରହିଛନ୍ତି, କେତେବେଳେ ଯେ ଜଣେ ଅଜଣା ପଥିକ ସେହି ଗଛର ଅନ୍ୟ ପଟରେ ଛାଇରେ ଆସି ବସି ଗଲାଣି, ସେକଥା ସେମାନେ ଜାଣି ନଥାନ୍ତି ।      ଜଣେ ଗ୍ରାମବାସୀ କହୁଥାନ୍ତି, “ଘରଟି ତିଆରି କରିବା ଦିନରୁ ମୋ ସମୁଧି ବେଶ୍ ସୁଖରେ ଅଛନ୍ତି ।”...

May 1, 2025

ତମ୍ବାପାତ୍ରର ଭୂତ      ସୀତାରାମ ଜଣେ ମଦ୍ୟପ ଥିଲା । ମଦ୍ୟପାନ ପାଇଁ, ସେ ନିଜର ଘର, ଜମିବାଡି ସବୁ କିଛି ବିକିଦେଇଥିଲା । ଉପଯୁକ୍ତ ଚିକିତ୍ସା ଅଭାବରୁ, ତା’ର ପତ୍ନୀ ମୃତ୍ୟୁବରଣ କରିଥିଲା । ଏପରିକି ନିଜର ଏକମାତ୍ର ସନ୍ତାନ ରାଜୁକୁ ମଧ୍ୟ ସେ ପଡୋଶୀ ଚରଣକୁ ବିକିଦେଇଥିଲା । ପ୍ରତିବଦଳରେ ଚରଣ ସୀତାରାମକୁ ପିଇବା ପାଇଁ ପଇସା ଦିଏ ।        ସମୟକ୍ରମେ ସୀତାରାମର ମୃତ୍ୟୁ ଘଟିଲା । ପିତାଙ୍କ ଦାହ-କ୍ରିୟା ସମାପ୍ତ ପରେ ରାଜୁ ଚରଣକୁ ନିଜ ଦୁଃଖ ଜଣାଇ କହିଲା, “ମାଲିକ, ଏତେଦିନ ଧରି ଆପଣ...

ରାଣୀ ପସନ୍ଦ

April 30, 2025

ରାଣୀ ପସନ୍ଦ       ନିଶା ଗରଜୁଥାଏ । ତୁହାକୁ ତୁହା ଶୀତଳ ପବନ ସାଙ୍ଗକୁ ଝିପିଝିପି ବର୍ଷା ମଧ୍ୟ ହେଉଥାଏ । ଆଖପାଖର ବଣବୁଦା ଭିତରୁ ସାଇଁ ସାଇଁ ପବନ ଭାସି ଆସୁଥାଏ । ଘଡଘଡି ଓ ଶ୍ୱାନ ଶ୍ୱାପଦଙ୍କ ରଡି ସହିତ ମଝିରେ ମଝିରେ ଅଶରୀରିମାନଙ୍କର ଅଟ୍ଟହାସ୍ୟ ଶୁଭୁଥାଏ । ଘନଘନ ବିଜୁଳି ଆଲୁଅରେ ଭୟାବହ ମୁହଁଟିମାନ ଦିଶିଯାଉଥାଏ । କିନ୍ତୁ ରାଜା ବିକ୍ରମାର୍କ ତିଳେ ମଧ୍ୟ ବିଚଳିତ ବୋଧ ନକରି ପୁନର୍ବାର ସେ ପ୍ରାଚୀନ ବୃକ୍ଷଟି ପାଖକୁ ଲେଉଟି ଆସିଲେ ଓ ବୃକ୍ଷାରୋହଣ କରି ଶବଟିକୁ ଉତାରି ଆଣିଲେ ।...

Share to...