ବିଷ୍ଣୁଭଟ୍ଟ ବିରଚିତ ଚନ୍ଦନପୁର ଏକ ଛୋଟ ରାଜ୍ୟ ହେଲେ ମଧ୍ୟ, ଏହାର ଅଧିପତି କମଳଚନ୍ଦ୍ର, କବି ଓ ପଣ୍ଡିତମାନଙ୍କୁ ବଡ ଆଦର…
ପ୍ରକୃତ ସୁସଙ୍ଗାତ ଅଗନା ଅଗନି ବନସ୍ତ । ସେହି ବନସ୍ତରେ ଗୋଟିଏ ବିରାଟକାୟ ଶାଳ୍ମଳୀ ବୃକ୍ଷ ଥିଲା । ଚତୁର କାଉ…
- All
- AMA KUNAKUNI MAGAZINE
- award
- CELEBRATION
- distrubution
- Hingula Library
- Inaguration
- LIBRARY
ବିଷ୍ଣୁଭଟ୍ଟ ବିରଚିତ ଚନ୍ଦନପୁର ଏକ ଛୋଟ ରାଜ୍ୟ ହେଲେ ମଧ୍ୟ, ଏହାର ଅଧିପତି କମଳଚନ୍ଦ୍ର, କବି ଓ ପଣ୍ଡିତମାନଙ୍କୁ ବଡ ଆଦର କରନ୍ତି । ଏଥିନେଇ ତାଙ୍କର ବେଶ୍ ସୁନାମ ଅଛି । ଯୁବକ ମୁରଲୀନାଥ, ଦରବାରର ବିଶିଷ୍ଟ କବିମାନଙ୍କ ମଧ୍ୟରେ ଅନ୍ୟତମ । ନିଜର କବି ପ୍ରତିଭା ଓ ବାକ୍ଚାତୁର୍ଯ୍ୟ ପାଇଁ, ସେ ରାଜାଙ୍କର ଅତ୍ୟନ୍ତ ପ୍ରିୟପାତ୍ର । ରାଜାଙ୍କ ସହିତ ତାଙ୍କର ଘନିଷ୍ଠତା ଅନ୍ୟ କବିମାନଙ୍କୁ ଇର୍ଷାନ୍ୱିତ କରୁଥାଏ । ତାଙ୍କଠାରୁ ବୟସ ଓ ଅଭିଜ୍ଞତା ଦୃଷ୍ଟିରୁ ବଡ, ଦୁଇ ତିନିଜଣ କବି ତାଙ୍କୁ ଆଦୌ ସହ୍ୟ କରିପାରୁ...
ଅଶୁଭ ଗୃହ ସୂର୍ଯ୍ୟାସ୍ତ ସମୟରେ ଅରଣ୍ୟ ମାର୍ଗରେ ଜଣେ ମଧ୍ୟବୟସ୍କ ବ୍ୟକ୍ତି ଯାଉଥିଲେ । ମୁହଁରେ ତାଙ୍କର ଉଦାସ ଭାବ । ରହି ରହି ସେ ଚାରିଆଡକୁ ଚାହୁଁଥିଲେ; ମନକୁ ମନ କିଛି କଥା ମଧ୍ୟ ସେ କହୁଥାନ୍ତି । ହଠାତ୍ ଜଣେ ବୁଢା ଉଚ୍ଚ ସ୍ୱରରେ କାନ୍ଦି କାନ୍ଦି ଆସି ତାଙ୍କ ନିକଟରେ ପହଁଚିଲା । ବ୍ୟକ୍ତି ଜଣକ ବୁଢାକୁ ପଚାରିଲେ, “କାନ୍ଦୁଛ କାହିଁକି?” ବୁଢା କହିଲା, “ମୋ ଦୁଃଖ ବିଷୟ ଜାଣି ତୁମର କ’ଣ ବା ଲାଭ ହେବ? ତୁମେ କ’ଣ ତାହା ଦୂର କରି...
ପ୍ରକୃତ ସୁସଙ୍ଗାତ ଅଗନା ଅଗନି ବନସ୍ତ । ସେହି ବନସ୍ତରେ ଗୋଟିଏ ବିରାଟକାୟ ଶାଳ୍ମଳୀ ବୃକ୍ଷ ଥିଲା । ଚତୁର କାଉ ସମସ୍ତ ପ୍ରକାର ବିପଦକୁ ଆଖି ଆଗରେ ରଖି ସେହି ଶାଳ୍ମଳୀ ବୃକ୍ଷରେ ତା’ର ରହିବାର ବସାଟି ନିର୍ମାଣ କରି ରହୁଥାଏ । ସେହି ବୃକ୍ଷ ମୂଳରେ ଗୋଟିଏ ଉଚ୍ଚିଆ ଜାଗା ଥିଲା । ସେହି ଜାଗାରେ ମୂଷାଟିଏ ଗାତ ଗୋଟିଏ କରି ରହିଥାଏ । ପୁଣି ଶାଳ୍ମଳୀ ବୃକ୍ଷର ଅଳ୍ପ ଦୂରରେ ଯେଉଁ ପୋଖରୀଟି ଦେଖାଯାଉଥିଲା ସେହି ପୋଖରୀରେ କଇଁଛଟିଏ ମଧ୍ୟ ରହୁଥିଲା । ଶାଳ୍ମଳୀ ବୃକ୍ଷର ସାମାନ୍ୟ...
