WATCH NEWS

ଦୋମୁହାଁ ବିଚାର         ଘଞ୍ଚ ଅରଣ୍ୟ । ତା’ ମଧ୍ୟରେ ବହୁ ଜାତିର ଫଳ ଫୁଲ, ଲତାଦି ବୃକ୍ଷରେ ପୂର୍ଣ୍ଣ ହୋଇ…

April 21, 2025

ପ୍ରତାପଙ୍କ ଉପବାସ  (ବେତାକ କାହାଣୀ)        ଏଣେ ନିଶା ଗରଜୁଥାଏ । ବାହାରେ ତେଣେ ତୁହାକୁ ତୁହା ଶୀତଳ ପବନ ସାଙ୍ଗକୁ ଝିପିଝିପି…

April 21, 2025
  • All
  • AMA KUNAKUNI MAGAZINE
  • award
  • CELEBRATION
  • distrubution
  • Hingula Library
  • Inaguration
  • LIBRARY
ମେଘବର୍ଣ୍ଣ ଓ ଅରିମର୍ଦ୍ଧନ କଥା

April 21, 2025

ମେଘବର୍ଣ୍ଣ ଓ ଅରିମର୍ଦ୍ଧନ କଥା       ବହୁ ପ୍ରାଚୀନ କାଳର କଥା । ଦାକ୍ଷିଣାତ୍ୟ ନାମକ ଗୋଟିଏ ରାଜ୍ୟ ଥିଲା । ସେହି ରାଜ୍ୟଟି ଜନବସତି ଠାରୁ ଅଧିକ ଭାବରେ ଅରଣ୍ୟରେ ପୂର୍ଣ୍ଣଥିଲା । ସେହି ଅରଣ୍ୟ ନିକଟସ୍ଥ ମହିଳାରୋପ୍ୟ ନାମକ ନଗରର ଉପକଣ୍ଠରେ ଥିଲା ଏକ ବିଶାଳ ବଟବୃକ୍ଷ ।          ବୃକ୍ଷଟିରେ ଡାଳପତ୍ର ପ୍ରବଳଥିବାରୁ ନିମ୍ନସ୍ଥ ସ୍ଥାନଟି ଖୁବ୍ ଛାୟା ଦ୍ୱାରା ଅଚ୍ଛାଦିତ ହୋଇ ରହିଥିଲା ଓ ବଡୁ ବାଟୋଇମାନଙ୍କର ଗ୍ରୀଷ୍ମକାଳରେ କଷ୍ଟ ଲାଘବ ନିମନ୍ତେ ଆଶ୍ରୟ ମଧ୍ୟ ହେଉଥିଲା ।      ...

ଦୋମୁହାଁ ବିଚାର

April 21, 2025

ଦୋମୁହାଁ ବିଚାର         ଘଞ୍ଚ ଅରଣ୍ୟ । ତା’ ମଧ୍ୟରେ ବହୁ ଜାତିର ଫଳ ଫୁଲ, ଲତାଦି ବୃକ୍ଷରେ ପୂର୍ଣ୍ଣ ହୋଇ ରହିଥାଏ । କେତେ ଜାତିର ସାତ ରଙ୍ଗରେ ଫୁଲ ସବୁ ବୃକ୍ଷରେ ଫୁଟି ହସୁଥାଏ । ନାଲି ହଳଦୀ ଆଉ ସବୁଜ ରଙ୍ଗର ପେନ୍ଥା ପେନ୍ଥା ଫଳ ମଧ୍ୟ ଝୁଲୁଥାଏ । ତେବେ କହିବାକୁ ଗଲେ ତାହା ଏପରି ଏକ ଅରଣ୍ୟ ଯେ ଝରଣାଠାରୁ ଫଳଫୁଲଯାଏ କୌଣସି କଥାରେ ଅଭାବ ନଥିଲା ।         ତେଣୁ ଏପରି ଏକ ନିର୍ଜନ ସହର ଓ ଗ୍ରାମ...

ପ୍ରତାପଙ୍କ ଉପବାସ

April 21, 2025

ପ୍ରତାପଙ୍କ ଉପବାସ  (ବେତାକ କାହାଣୀ)        ଏଣେ ନିଶା ଗରଜୁଥାଏ । ବାହାରେ ତେଣେ ତୁହାକୁ ତୁହା ଶୀତଳ ପବନ ସାଙ୍ଗକୁ ଝିପିଝିପି ବର୍ଷା ମଧ୍ୟ ହେଉଥାଏ । ଠିକ୍ ସେହି ସମୟରେ ଆଖପାଖର ଅରଣ୍ୟ ଭିତରୁ ସାଇଁ ସାଇଁ ଶବ୍ଦ ଭାସି ଆସୁଥାଏ । ଘଡଘଡି ଓ ଶ୍ୱାନ ଶ୍ୱାପଦଙ୍କ ରଡି ମଝିରେ ଅଶରିରୀମାନଙ୍କ ଅଟ୍ଟହାସ୍ୟ ବି ଶୁଭୁଥାଏ । ଘନ ଘନ ବିଜୁଳି ଆଲୁଅରେ ଭୟାବହ ମୁହଁଟିମାନ ଦିଶିଯାଉଥାଏ । କିନ୍ତୁ ସେ ରାଜା ବିକ୍ରମାର୍କ ତିଳେ ହେଲେ ମଧ୍ୟ ବିଚଳିତ ବୋଧ ନ କରି ପୁନର୍ବାର ସେ ବୃକ୍ଷଟି...

Share to...