ନିଶା ଗରଜୁଥାଏ । ତୁହାକୁ ତୁହା ବର୍ଷା ହେଉଥାଏ । ଶ୍ୱାନଶ୍ୱାପଦଙ୍କ ରଡି ସାଙ୍ଗକୁ ଅଶରୀରୀମାନଙ୍କ ଅଟ୍ଟହାସ୍ୟ ମଧ୍ୟ ଶୁଭୁଥାଏ ।…
ପ୍ରାଚୀନ କାଳର କଥା । ଗଙ୍ଗା ନାମକ ନଦୀ କୂଳବର୍ତ୍ତି ସ୍ଥାନରେ ଜଣେ ଋଷିଙ୍କର ଆଶ୍ରମ ଥିଲା । ସେହି ଋଷିଙ୍କର ନାମ…
କୌଣସି ଏକ ବିଶାଳ ବନସ୍ତ ଥିଲା । ସେହି ବନସ୍ତ ମଧ୍ୟରେ ଥିଲା ବିଶାଳ ବୃକ୍ଷଟିଏ । ବୃକ୍ଷଟି ବନସ୍ତର ଖୁବ୍ ଶୋଭାବର୍ଦ୍ଧନ…
- All
- AMA KUNAKUNI MAGAZINE
- award
- CELEBRATION
- distrubution
- Hingula Library
- Inaguration
- LIBRARY
ନିଶା ଗରଜୁଥାଏ । ତୁହାକୁ ତୁହା ବର୍ଷା ହେଉଥାଏ । ଶ୍ୱାନଶ୍ୱାପଦଙ୍କ ରଡି ସାଙ୍ଗକୁ ଅଶରୀରୀମାନଙ୍କ ଅଟ୍ଟହାସ୍ୟ ମଧ୍ୟ ଶୁଭୁଥାଏ । ବିଜୁଳି ଆଲୁଅର ଝଲକରେ ଭୟାବହ ମୁହଁଟିମାନ ଦିଶିଯାଉଥାଏ । କିନ୍ତୁ ରାଜା ବିକ୍ରମାର୍କ ତିଳେ ହେଲେ ମଧ୍ୟ ବିଚଳିତ ନହୋଇ ପୁନର୍ବାର ବୃକ୍ଷାରୋହଣ କରି ଶବଟିକୁ ଉତାରି ଆଣିଲେ । ତା’ପରେ ତାକୁ କାନ୍ଧରେ ପକାଇ ଶୂନ୍ଶାନ୍ ଶ୍ମଶାନପଥ ଅତିକ୍ରମ କରିବାକୁ ଆରମ୍ଭ କରିବା ମାତ୍ରେ ଶବସ୍ଥିତ ବେତାଳ କହିଲା, “ରାଜା! ତମେ ଏ ନିର୍ଜନ ରାତିରେ ଏଭଳି ପରିଶ୍ରମ କାହିଁକି କରୁଛ, ବିପଦକୁ କାହିଁକି ତାଚ୍ଛଲ୍ୟ କରି...
ପ୍ରାଚୀନ କାଳର କଥା । ଗଙ୍ଗା ନାମକ ନଦୀ କୂଳବର୍ତ୍ତି ସ୍ଥାନରେ ଜଣେ ଋଷିଙ୍କର ଆଶ୍ରମ ଥିଲା । ସେହି ଋଷିଙ୍କର ନାମ ହେଉଛି ସାନ୍ଧିପର୍ଣ୍ଣି । ଋଷି ପ୍ରତିଦିନ ପୁଣ୍ୟନଦୀ ଗଙ୍ଗାରେ ସ୍ନାନ ସାରି ଆଦିତ୍ୟ ଦେବତାଙ୍କ ଉଦ୍ଧେଶ୍ୟରେ ଜଳ ସମର୍ପଣ କରିଥାଆନ୍ତି । ଦିନକର କଥା । ଋଷି ସାନ୍ଦିପର୍ଣ୍ଣି ଗଙ୍ଗା ନଦୀରେ ସ୍ନାନାଦି କାର୍ଯ୍ୟ ସମାପନ କରି ଆଦିତ୍ୟଙ୍କୁ ଜଳ ତର୍ପଣ କରିବା ସମୟରେ ତାଙ୍କ ହସ୍ତରେ ଶୂନ୍ୟରୁ ଆସି ଗୋଟିଏ ମୂଷିକ ପଡ଼ିଗଲା । ଏହାଦେଖି ଋଷି ଆଶ୍ଚର୍ଯ୍ୟ ହୋଇଗଲେ ଓ ପୁନଶ୍ଚ ସେହି...
କୌଣସି ଏକ ବିଶାଳ ବନସ୍ତ ଥିଲା । ସେହି ବନସ୍ତ ମଧ୍ୟରେ ଥିଲା ବିଶାଳ ବୃକ୍ଷଟିଏ । ବୃକ୍ଷଟି ବନସ୍ତର ଖୁବ୍ ଶୋଭାବର୍ଦ୍ଧନ କରୁଥିଲା । ସେପରି ଏକ ବିଶାଳବୃକ୍ଷ ଅନ୍ୟ କୌଣସି ବନସ୍ତରେ ଦେଖାଯାଉନଥିଲା । କାରଣ ଏହି ବିଶାଳ ବୃକ୍ଷ ଏପରି ଏକ ବିଶାଳ ବନସ୍ତରେ ରହିବାରେ କୌଣସି ଏକ ବିଶେଷ କଥାକୁ ଧରି ରହିଥିଲା । ଦିନକର କଥା, ସେହି ବିଶାଳ ବୃକ୍ଷ ତଥା ସୁନ୍ଦର ରମଣୀୟ ଶୋଭାପ୍ରତି ଆକୃଷ୍ଟ ହୋଇ କେଉଁଆଡ଼ୁ ଆସିଥିବା ସିଂଧୁକ ନାମକ ପକ୍ଷୀ ତାହାକୁ...
