Site icon maahingulalibrary.com

WATCH NEWS

ବହୁ ପୁରାକାଳର କଥା । ଗୋଟିଏ ନଗରୀରେ ‘ସୋମିଲାକ୍’ ନାମକ ଏକ ତନ୍ତୀ ବାସ କରୁଥିଲା । ଲୁଗା ବୁଣି ସେ ନିଜର ଗୁଜୁରାଣ ମେଂଟାଏ…

April 11, 2025

ଗଙ୍ଗାସ୍ନାନର ଫଳ ଗୋଟିଏ ଗ୍ରାମରେ ଜଣେ ସରଳ ବ୍ରାହ୍ମଣ ରହୁଥିଲା । ସେ ଆଦୌ ପାପ କରେନି । କିନ୍ତୁ ଥରେ ଅଜାଣତରେ ତା ଦ୍ୱାରା…

October 17, 2017

ମନ୍ତ୍ର ସିଂହାସନ(ବେତାଳ କଥା) ନିଶା ଗରଜୁଥାଏ। ସାଇଁ ସାଇଁ ଶୀତଳ ପବନ ସାଙ୍ଗକୁ ମଧ୍ୟେ ମଧ୍ୟେ ବର୍ଷା ବି ପିଟୁଥାଏ। ବଜ୍ରଧ୍ୱନି ଓ ଶ୍ୱାନଶ୍ୱାପଦଙ୍କ ରଡି…

October 17, 2017
  • All
  • AMA KUNAKUNI MAGAZINE
  • award
  • CELEBRATION
  • distrubution
  • Hingula Library
  • Inaguration
  • LIBRARY

April 11, 2025

ବହୁ ପୁରାକାଳର କଥା । ଗୋଟିଏ ନଗରୀରେ ‘ସୋମିଲାକ୍’ ନାମକ ଏକ ତନ୍ତୀ ବାସ କରୁଥିଲା । ଲୁଗା ବୁଣି ସେ ନିଜର ଗୁଜୁରାଣ ମେଂଟାଏ । ସେ ବୁଣୁଥିବା ଲୁଗା ଗୁଡିକ ଏତେ ଉତ୍କୃଷ୍ଟମାନର ଥିଲା ଯେ ରାଜା ମଧ୍ୟ ଏହା ପିନ୍ଧିବାକୁ ସବୁ ସମୟରେ ଚାହୁଁଥିଲେ । କିନ୍ତୁ ସେ ତା’ର କାର୍ଯ୍ୟ ଅନୁଯାୟୀ ପାରିଶ୍ରମିକ ପାଉ ନଥିଲା । ଅନ୍ୟ ତନ୍ତୀମାନେ କିନ୍ତୁ ନିକୃଷ୍ଟ ମାନର ପୋଷାକ ପ୍ରସ୍ତୁତ କରୁଥିଲେ ମଧ୍ୟ ସେମାନେ ଅଧିକ ପାରିଶ୍ରମିକ ପାଉଥିଲେ । ଏହା ଦେଖି ଦିନେ ସୋମିଲାକ୍ ତା’ର ପତ୍ନୀକୁ କହିଲା, “ଦେଖ! ଆଜି...

ଦୂରଦୃଷ୍ଟି

March 23, 2025

ଦୂରଦୃଷ୍ଟି        ହରିପୁର ଗ୍ରାମରେ ନାଗେଶ୍ୱର ନାମକ ଜଣେ ସାଧାରଣ ପରିବାରର ଲୋକ ରହୁଥିଲେ । ତାଙ୍କର ପତ୍ନୀ ଓ ଦୁଇଟି ସନ୍ତାନ ଥିଲେ । ଏକମାତ୍ର ଭଉଣୀର ବିବାହ ସୁଗନ୍ଧପୁର ନିବାସୀ ବର୍ଦ୍ଧନଙ୍କ ସହିତ ହୋଇ ସାରିଥାଏ । ତେଣୁ ସେ ତା’ ଶ୍ୱଶୁର ଘରେ ଥାଏ । ବର୍ଦ୍ଧନ ମଧ୍ୟ ସାଧାରଣ ପରିବାରର ଅଟନ୍ତି ।         କିଛି ଦିନ ପରେ ବର୍ଦ୍ଧନ ହୃଦରୋଗରେ ପୀଡିତ ହେଲେ । ଏଭଳି ପରିସ୍ଥିତିରେ ନାଗେଶ୍ୱରଙ୍କ ପତ୍ନୀ ନିଜ ପତିଙ୍କୁ ଅନୁରୋଧ କରି ବର୍ଦ୍ଧନ ଓ ତାଙ୍କ ପତ୍ନୀ...

March 22, 2025

ଯଥା ରାଜା ତଥା ପ୍ରଜା         ଅନେକ କାଳ ତଳର କଥା । ବିଜୟଗଡ ରାଜ୍ୟ ବ୍ୟାପି ଅରାଜକତା ବ୍ୟାପିଥାଏ । ଦେଶରେ ଯେତିକି ଚୋରି, ଗୁଣ୍ଡାମି ବଢିଥାଏ, ଜନସାଧାରଣ ବି ସେତିକି ମାତ୍ରାରେ ବିଶୃଙ୍ଖଳ ବ୍ୟବହାର କରୁଥାନ୍ତି ।          ଯଦି ଚୋରଟିଏ ଧରା ପଡିଗଲା, ତେବେ ତାକୁ ସିପାହୀମାନଙ୍କ ଜିମା ନଦେଇ ନିଜେ ନିଜେ ଛେଚି ଦେଉଥାନ୍ତି । ବିଚାରାଳୟରୁ କୌଣସି ବିଷୟରେ କୌଣସି ନିଷ୍ପତି ଘୋଷଣା କରାଗଲେ ମଧ୍ୟ ତାକୁ ଲୋକେ ପ୍ରାୟ ମାନୁ ନଥାନ୍ତି ।        ଏଣେ...

Exit mobile version