Site icon maahingulalibrary.com

WATCH NEWS

“କାଲିକୁ ଆସ” ଗୋଟିଏ ସହରରେ ମାର୍କ ନାମକ ଜଣେ ଲୋକ ଥାଏ । ସେ ଯେତିକି ଧନୀ, ସେତିକି କୃପଣ । କେହି କେବେ ତାହାଠୁଁ…

March 22, 2025

ବୈରାଗ୍ୟ     ମହାରାଜା ମହାଜନକ ସନ୍ନ୍ୟାସ ଜୀବନ ଯାପନ କରିବା ଉଦ୍ଧେଶ୍ୟରେ ରାଜପ୍ରସାଦ ଛାଡି ଏକ ବଗିଚାରେ ଛୋଟ ଘରଟିଏ ବନାଇ ରହିଲେ ।…

March 22, 2025

ସଚ୍ଚା ଶିଳ୍ପୀ         ମନ୍ଦାକିନୀ ନଦୀ ତୀରରେ ମରକତପୁର ଗୋଟିଏ ସମୃଦ୍ଧ ଗ୍ରାମ ଥିଲା । ଏ ଗ୍ରାମର ଲୋକେ ସାହିତ୍ୟ,…

March 22, 2025
  • All
  • AMA KUNAKUNI MAGAZINE
  • award
  • CELEBRATION
  • distrubution
  • Hingula Library
  • Inaguration
  • LIBRARY
ହାତ ଖର୍ଚ୍ଚ

March 22, 2025

ହାତ ଖର୍ଚ୍ଚ               ଚକ୍ରଧରପୁର ଗ୍ରାମରେ ଭରତ ନାମକ ଜଣେ କୃଷକ ବାସ କରନ୍ତି । ତାଙ୍କର ପାଞ୍ଚ ଏକର ଉର୍ବର ଜମି ଥାଏ । ପୁତ୍ର ଚନ୍ଦନ ଓ ସେ କଠିନ ପରିଶ୍ରମ କରି କ୍ଷେତରେ ସାରାବର୍ଷ ବିଭିନ୍ନ ପ୍ରକାରର ଫସଲ କରନ୍ତି । ତେଣୁ ସେମାନଙ୍କ ଆୟ ମଧ୍ୟ ଖୁବ୍ ଭଲ ହୁଏ । ଏ ବର୍ଷ ଭଲ ହରଡ ଡାଲି ଅମଳ ହୋଇଥାଏ । ସେମାନେ ସଠିକ୍ ଦାମ୍ ରେ ତାହା ବିକ୍ରି କରିବାର ସୁଯୋଗର ଅପେକ୍ଷାରେ ରହିଥାନ୍ତି । ଅମଳ ହୋଇଥିବା...

March 22, 2025

   ଡାକୁ ଭୈରବ(ବେତାଳ କାହାଣୀ)            ନିଶା ଗରଜୁ ଥାଏ । ତେଣେ ବାହାରେ ତୁହାକୁ ତୁହା ଶୀତଳ ପବନ ସାଙ୍ଗକୁ ମୃଦୁ ମୃଦୁ ବର୍ଷା । ବଣବୁଦା ଭିତରୁ ସାଇଁ ସାଇଁ ଶବ୍ଦ ଭାସି ଆସୁଥାଏ ତଥା ଶ୍ୱାନଶ୍ୱାପଦଙ୍କ ରଡି ସାଙ୍ଗକୁ ଅଶରୀରୀମାନଙ୍କର ଅଟ୍ଟହାସ୍ୟ ଶୁଭୁଥାଏ । ଘନ ଘନ ବିଜୁଳି ଆଲୋକରେ ଭୟାବହ ମୁହଁଟିମାନ ଦିଶି ଯାଉଥାଏ ।         କିନ୍ତୁ ରାଜା ବିକ୍ରମାର୍କ ତିଳେମାତ୍ର ମଧ୍ୟ ବିଚଳିତ ବୋଧ ନ କରି ସେହି ପ୍ରାଚୀନ ବୃକ୍ଷଟି ପାଖକୁ ଲେଉଟିଗଲେ ଏବଂ ବୃକ୍ଷାରୋହଣ...

March 22, 2025

ବନ୍ଦିନୀ ପରୀ ଶମ୍ଭୁଦାସ ଅନୁରାଧାପୁରରେ ଦୋକାନଟିଏ କରି ରହୁଥିଲେ । ସେ ଦୂରବର୍ତ୍ତୀ ଏକ ସ୍ଥାନରୁ ଆସିଥିଲେ । ତେଣୁ ସେ ଅତୀତରେ କ’ଣ କରୁଥିଲେ, ସେକଥା ଅନୁରାଧାପୁରର କେହି ଲୋକ ଜାଣି ନଥିଲେ ।                 କେବଳ ବିଜୟ ସେକଥା ମୋଟାମୋଟି ଭାବେ ଜାଣିଥିଲା । ବିଜୟ ଗୋଟିଏ ପିଲା । ଛେଉଣ୍ଡ । ତାକୁ ଶମ୍ଭୁଦାସ ପାଳିଥିଲେ ।                 ବିଜୟକୁ ଶମ୍ଭୁଦାସ ବହୁତ ସ୍ନେହ କରୁଥିଲେ । ସେ ଯେପରି ଭଲ ମଣିଷ ହେବ, ସେଥିପାଇଁ ଅନେକ ଉପଦେଶ ଦେଉଥିଲେ ।                 ବିଜୟ ଜାଣିଥିଲା ଶମ୍ଭୁଦାସ ଅତୀତରେ ଜଣେ ବଡ...

Exit mobile version