ବୁଦ୍ଧି ଓ ସିଦ୍ଧି ଜାମପୁର ଗୋଟିଏ ସମୃଦ୍ଧ ଓ ବଡ ଗାଁ ଥିଲା । ସେଠାକାର ଶିବନାଥଙ୍କ ଏକମାତ୍ର ପୁଅ ସୁଧୀର ନିଜ ଗାଁ ବିଦ୍ୟାଳୟରେ…
ବନ୍ଦିନୀ ପରୀ ଶମ୍ଭୁଦାସ ଅନୁରାଧାପୁରରେ ଦୋକାନଟିଏ କରି ରହୁଥିଲେ । ସେ ଦୂରବର୍ତ୍ତୀ ଏକ ସ୍ଥାନରୁ ଆସିଥିଲେ । ତେଣୁ ସେ ଅତୀତରେ କ’ଣ କରୁଥିଲେ,…
- All
- AMA KUNAKUNI MAGAZINE
- award
- CELEBRATION
- distrubution
- Hingula Library
- Inaguration
- LIBRARY
ବିଜୟ ରହସ୍ୟ ଅନେକ ଦିନ ତଳର କଥା । କମଲୁଦ୍ଦିନ୍ ଉଜ୍ବେକିସ୍ଥାନର ସୁଲତାନ୍ ରୂପେ ଅଭିଷିକ୍ତ ହେଲେ । ସେତେବେଳେ କମଲୁଦ୍ଦିନ୍ ବୟସରେ ତରୁଣ । ବାପା ହଠାତ୍ ମରିଯିବାରୁ ସେ ସିନା ସୁଲତାନ୍ ହେଲେ, କିନ୍ତୁ ଭୋଗବିଳାସ ଛାଡି ଶାସନ କାର୍ଯ୍ୟରେ ମନ ଦେବାକୁ ସେ ଆଦୌ ପ୍ରସ୍ତୁତ ନଥିଲେ । ଦିନେ ଉଜୀର୍ ଆସି କହିଲେ, “ସୁଲତାନ୍! ଆମ ଗୁପ୍ତଚରମାନେ କହୁଛନ୍ତି, ଉତ୍ତର ମୁଲକର ଅମୀର୍ ହଠାତ୍ ରାଜଧାନୀ ଆକ୍ରମଣ କରି ଗାଦି ଅଧିକାର କରିବା ଉଦ୍ଧେଶ୍ୟରେ ଅଛନ୍ତି । ଆମେ ବେଳହୁଁ ସତର୍କ ନହେଲେ ଅବସ୍ଥା...
ପତିପତ୍ନୀ ରଙ୍ଗପୁରର ରଙ୍ଗା ବଡ ଟିଙ୍ଗା ସ୍ୱଭାବର ଥିଲା । ତେଣୁ ପ୍ରତିଦିନ ସେ ତା’ସ୍ତ୍ରୀ ଉପରେ ଟିକିଏ ଟିକିଏ କଥାରେ ଖାଲି ରାଗିଯାଇ ତାକୁ ଗାଳିବର୍ଷଣ କରେ । ମାତ୍ର ତା’ସ୍ତ୍ରୀଟି ବଡ ଭଲ ସ୍ୱଭାବର ଥିଲା । କିନ୍ତୁ ତା’ର ଟିକିଏ ଭୁଲାପଣ ଅଛି ସବୁ ଭୁଲି ଯିବାରୁ ମଝିରେ ଅନେକ କାମ ବାକି ରହିଯାଏ; ରଙ୍ଗା ଘରକୁ ଫେରି ସବୁଥର ସ୍ତ୍ରୀକୁ ଗାଳିବର୍ଷଣ କରେ । ସ୍ତ୍ରୀ ସୀତା ଭୁଲ୍ ନ କରିବାକୁ ଯଥେଷ୍ଟ ସଚେତନ ହୁଏ, କିନ୍ତୁ ପାରେନାହିଁ । ଏଣୁ...
ବୁଦ୍ଧି ଓ ସିଦ୍ଧି ଜାମପୁର ଗୋଟିଏ ସମୃଦ୍ଧ ଓ ବଡ ଗାଁ ଥିଲା । ସେଠାକାର ଶିବନାଥଙ୍କ ଏକମାତ୍ର ପୁଅ ସୁଧୀର ନିଜ ଗାଁ ବିଦ୍ୟାଳୟରେ ପାଠ ଶେଷ କରି ଗୋଟାଏ ପ୍ରକାର ଅଳସୁଆ ହୋଇଗଲା । ଖାଲିଟାରେ ବାରାନ୍ଦାରେ ବସିଥିବ, ନହେଲେ ଖଟିଆରେ ଶୋଇ ରହିଥିବ । କିଛି କାମଦାମରେ ମନ ଦେଲା ନାହିଁ । ଶିବନାଥ କି ତା’ ବୋଉ ତାକୁ ଯେତେ ବୁଝାଇଲେ ବି କିଛି ଫଳ ହେଲା ନାହିଁ । ଶିବନାଥଙ୍କର ଜଣେ ବନ୍ଧୁ ଥିଲେ । ତାଙ୍କ ନାମ ଗୋବିନ୍ଦ । ଗୋବିନ୍ଦବାବୁଙ୍କ ଝିଅ ବାହାଘର ହେବାର...