ବିଜୟ ରହସ୍ୟ ଅନେକ ଦିନ ତଳର କଥା । କମଲୁଦ୍ଦିନ୍ ଉଜ୍ବେକିସ୍ଥାନର ସୁଲତାନ୍ ରୂପେ ଅଭିଷିକ୍ତ ହେଲେ । ସେତେବେଳେ କମଲୁଦ୍ଦିନ୍…
ହାତ ଖର୍ଚ୍ଚ ଚକ୍ରଧରପୁର ଗ୍ରାମରେ ଭରତ ନାମକ ଜଣେ କୃଷକ ବାସ କରନ୍ତି । ତାଙ୍କର…
- All
- AMA KUNAKUNI MAGAZINE
- award
- CELEBRATION
- distrubution
- Hingula Library
- Inaguration
- LIBRARY
ସଚ୍ଚା ଶିଳ୍ପୀ ମନ୍ଦାକିନୀ ନଦୀ ତୀରରେ ମରକତପୁର ଗୋଟିଏ ସମୃଦ୍ଧ ଗ୍ରାମ ଥିଲା । ଏ ଗ୍ରାମର ଲୋକେ ସାହିତ୍ୟ, ସଂଗୀତ, ନୃତ୍ୟ ଇତ୍ୟାଦି କଳାର ବିଶେଷ ଆଦର କରୁଥିଲେ । ସେଥିପାଇଁ ସାରା ରାଜ୍ୟରେ ଏ ଗ୍ରାମର ବିଶେଷ ଖ୍ୟାତି ଥିଲା । ଗ୍ରାମବାସୀମାନେ ବାରମାସରେ ତେର ପର୍ବ ପାଳନ କରୁଥିଲେ । ତେବେ ସବୁଠାରୁ ବଡ ଉତ୍ସବ ଦେବୀ ମଙ୍ଗଳାଙ୍କ ବାର୍ଷିକ ପୂଜା ଥିଲା । ମଙ୍ଗଳା ସେ ଗ୍ରାମର ଆରାଧ୍ୟା ଦେବୀ ବୋଲି ସମସ୍ତ ଗ୍ରାମବାସୀ ଏ ଉତ୍ସବରେ ମନପ୍ରାଣ ଢାଳି ଅଂଶ ଗ୍ରହଣ...
ବୈରାଗ୍ୟ ମହାରାଜା ମହାଜନକ ସନ୍ନ୍ୟାସ ଜୀବନ ଯାପନ କରିବା ଉଦ୍ଧେଶ୍ୟରେ ରାଜପ୍ରସାଦ ଛାଡି ଏକ ବଗିଚାରେ ଛୋଟ ଘରଟିଏ ବନାଇ ରହିଲେ । ସେ କଥାବାର୍ତ୍ତା ମଧ୍ୟ ପ୍ରାୟ ବନ୍ଦ କରିଦେଲେ । କିଛିଦିନ ପରେ ଦିନେ ସେ ତାଙ୍କ ସେବକକୁ ଡାକି କହିଲେ, “ମୋ ପାଇଁ କିଛି ଗେରୁଆ ବସ୍ତ୍ର ଓ ମାଟିର ଏକ ଭିକ୍ଷାପାତ୍ର ନେଇ ଆସ । ଆଉ ଗୋଟିଏ ବାରିକ ମଧ୍ୟ ଡାକି ଆଣିବୁ ।” ବାରିକ ଆସି ତାଙ୍କ ମୁଣ୍ଡ ଲଣ୍ଡା କରିଦେଲା ଓ ସେ ଗେରୁଆ ବସ୍ତ୍ର ପିନ୍ଧି ମାଟି ପାତ୍ରଟି ଧରି ଘର...
“କାଲିକୁ ଆସ” ଗୋଟିଏ ସହରରେ ମାର୍କ ନାମକ ଜଣେ ଲୋକ ଥାଏ । ସେ ଯେତିକି ଧନୀ, ସେତିକି କୃପଣ । କେହି କେବେ ତାହାଠୁଁ କୌଣସି ଉପକାର ପାଇଥିବାର ଜଣା ନଥିଲା । ଦିନେ ମାର୍କ ସହର ରାସ୍ତାରେ ଯାଉଛି, ଜଣେ ଅତିଶୟ ଗରୀବ ଲୋକ ତା’ ଆଗରେ ହାତ ପତାଇ କହିଲା, “ବାବୁ, ମୁଁ ଦୁଇଦିନ ହେଲା କିଛିବି ଖାଇନାହିଁ । ମୋତେ ଗୋଟିଏ ପଇସା ଦିଅନ୍ତୁ । ମୁଠେ ଖାଇନିଏ ।” ଲୋକଟିର ଚେହେରା ଦେଖିଲେ ବୁଝିହେବ ସେ ସତ କହୁଛି । ସେ ଯୁଗରେ ଗୋଟିଏ ପଇସାରେ...