Site icon maahingulalibrary.com

WATCH NEWS

ଦୂରଦୃଷ୍ଟି        ହରିପୁର ଗ୍ରାମରେ ନାଗେଶ୍ୱର ନାମକ ଜଣେ ସାଧାରଣ ପରିବାରର ଲୋକ ରହୁଥିଲେ । ତାଙ୍କର ପତ୍ନୀ ଓ ଦୁଇଟି ସନ୍ତାନ…

March 23, 2025

ଯଥା ରାଜା ତଥା ପ୍ରଜା         ଅନେକ କାଳ ତଳର କଥା । ବିଜୟଗଡ ରାଜ୍ୟ ବ୍ୟାପି ଅରାଜକତା ବ୍ୟାପିଥାଏ ।…

March 22, 2025
  • All
  • AMA KUNAKUNI MAGAZINE
  • award
  • CELEBRATION
  • distrubution
  • Hingula Library
  • Inaguration
  • LIBRARY
ମନ୍ତ୍ର  ସିଂହାସନ

October 17, 2017

ମନ୍ତ୍ର ସିଂହାସନ(ବେତାଳ କଥା) ନିଶା ଗରଜୁଥାଏ। ସାଇଁ ସାଇଁ ଶୀତଳ ପବନ ସାଙ୍ଗକୁ ମଧ୍ୟେ ମଧ୍ୟେ ବର୍ଷା ବି ପିଟୁଥାଏ। ବଜ୍ରଧ୍ୱନି ଓ ଶ୍ୱାନଶ୍ୱାପଦଙ୍କ ରଡି ମଝିରେ ଅଶରିରୀମାନଙ୍କ ଅଟ୍ଟହାସ୍ୟ ଶୁଭୁଥାଏ । ଘନ ଘନ ବିଜୁଳି ଆଲୁଅରେ ଭୟାବହ ମୁହଁଟିମାନ ଦିଶିଯାଉଥାଏ। ତଥାପି ରାଜା ବିକ୍ରମାର୍କ ତିଳେ ହେଲେ ମଧ୍ୟ ଦ୍ୱିଧା ନକରି ପୁନର୍ବାର ସେ ପ୍ରାଚୀନ ବୃକ୍ଷଟି ପାଖକୁ ଲେଉଟି ଆସିଲେ ଏବଂ ବୃକ୍ଷାରୋହଣ କରି ଶବଟିକୁ ଉତାରି ଆଣିଲେ । କିନ୍ତୁ ତା’ପରେ ସେ ଶବଟିକୁ କାନ୍ଧରେ ପକାଇ ଭୟାବହ ଶ୍ମଶାନ ଅତିକ୍ରମ କରିବାକୁ ଆରମ୍ଭ କରିବା ମାତ୍ରେ ଶବସ୍ଥିତ ବେତାଳ...

October 17, 2017

ଗଙ୍ଗାସ୍ନାନର ଫଳ ଗୋଟିଏ ଗ୍ରାମରେ ଜଣେ ସରଳ ବ୍ରାହ୍ମଣ ରହୁଥିଲା । ସେ ଆଦୌ ପାପ କରେନି । କିନ୍ତୁ ଥରେ ଅଜାଣତରେ ତା ଦ୍ୱାରା ଏକ ପାପ ହେଲା । ଲୋକମାନେ ତାକୁ ପଚାରିଲେ ପାପର ପ୍ରାୟଶ୍ଚିତ କିପରି କରିବ? ତହୁଁ ସେ କହିଲା ଜୀବିତ ରହିଥିବା ପର୍ଯ୍ୟନ୍ତ ଗଙ୍ଗାରେ ସ୍ନାନ କରି ଭଗବାନଙ୍କୁ ଧ୍ୟାନ କଲେ, ମୋ ପାପର ନିଶ୍ଚୟ ପାୟଶ୍ଚିତ ହେବ । ଦିନେ ସେହି ବ୍ରାହ୍ମଣ ଜଣକ ତା ଗଣ୍ଠିଲି ପତ୍ର ବାନ୍ଧି, ଜମିବାଡି ଧନ ସମ୍ପତ୍ତି ପୁଅକୁ ଦେଇ ଗଙ୍ଗା ଯିବାକୁ ବାହାରିଲା । ଯାଉଯାଉ ବାଟରେ ଏକ...

192021
Next
Exit mobile version