ଖାଲ ଖୋଳିବା ଲୋକଙ୍କ କୁଅଁ ଏକଦା ଗୋଟିଏ ଜଙ୍ଗଲରେ ଗୋଟିଏ ସିଂହ ଅସୁସ୍ଥ ହୋଇ ଗୁମ୍ଫା ଭିତରେ ଶୋଇ ରହି ଥିଲା ।…
ବିଳାସୀ ମହନ୍ତ ଗଙ୍ଗାକୂଳରେ ଗୋଟିଏ ଛୋଟ ସହର । ସେଠାରେ ଅନେକ ମନ୍ଦିର ଆଉ ମଠ । ତୀର୍ଥସ୍ଥାନ ବୋଲି ବର୍ଷ ସାରା…
ଅଳ୍ପ ଦିନର ସାଥି ଅଜଣା ରାସ୍ତାରେ ଚାଲୁ ଚାଲୁ ଝୁଣ୍ଟି ପଡିବାର ସମ୍ଭାବନା ଅନିର୍ବାଜ। ଅଜଣା ରାସ୍ତାଟି ଯଦି କଣ୍ଟକିତ ଓ ଅଣଓସରିଆ…
- All
- AMA KUNAKUNI MAGAZINE
- award
- CELEBRATION
- distrubution
- Hingula Library
- Inaguration
- LIBRARY
ଖାଲ ଖୋଳିବା ଲୋକଙ୍କ କୁଅଁ ଏକଦା ଗୋଟିଏ ଜଙ୍ଗଲରେ ଗୋଟିଏ ସିଂହ ଅସୁସ୍ଥ ହୋଇ ଗୁମ୍ଫା ଭିତରେ ଶୋଇ ରହି ଥିଲା । ଏଥିରେ ଚିନ୍ତିତ ହୋଇ ଜଙ୍ଗଲର ସବୁ ପ୍ରାଣୀ ଆସି ସିଂହ ରାଜାଙ୍କ ଭଲ ମନ୍ଦ ପଚାରି ବୁଝି ଯାଉ ଥିଲେ ଆଉ ତାଙ୍କୁ ସୁସ୍ଥ କରିବା ପାଇଁ ସବୁ ଦିନ ଔଷଧ ତଥା ଦାରୁର ବ୍ୟବସ୍ଥା କରୁ ଥିଲେ । ପରନ୍ତୁ ଯେତେ ସେବା କଲେ ମଧ୍ୟ ସିଂହରାଜାଙ୍କ ଦେହ ଦିନକୁ ଦିନ ଖରାପ ଆଡକୁ ଗତି କରୁ ଥିଲା । ନା ସିଂହ ରୋଗରୁ ମୁକ୍ତ ହେଲା...

ବିଳାସୀ ମହନ୍ତ ଗଙ୍ଗାକୂଳରେ ଗୋଟିଏ ଛୋଟ ସହର । ସେଠାରେ ଅନେକ ମନ୍ଦିର ଆଉ ମଠ । ତୀର୍ଥସ୍ଥାନ ବୋଲି ବର୍ଷ ସାରା ସେଠାରେ ଯାତ୍ରୀଗହଳି ଲାଗି ରହିଥାଏ । ବାରମାସରେ ତେର ପର୍ବ । କେତେ ଦୂର ଦେଶରୁ ସାଧୁ, ସନ୍ନ୍ୟାସୀ, ବଣିକ, ରାଜା, ଜମିଦାର ଏହି ସହରକୁ ଆସନ୍ତି ନିଜ ମନ ପରିବର୍ତ୍ତନ କରିବା ପାଇଁ । ଏହି ତୀର୍ଥଯାତ୍ରୀ ମାନଙ୍କଠାରୁ ହିଁ ମଠ ଓ ମନ୍ଦିରମାନଙ୍କର ଭଲ ଆୟ ହୋଇଥାଏ । ତେବେ ସେ ଗଙ୍ଗା କୂଳକୁ ଲାଗି ଗୋଟିଏ ମଠ ଥାଏ, ଯାହାର ମହନ୍ତ...
ଅଳ୍ପ ଦିନର ସାଥି ଅଜଣା ରାସ୍ତାରେ ଚାଲୁ ଚାଲୁ ଝୁଣ୍ଟି ପଡିବାର ସମ୍ଭାବନା ଅନିର୍ବାଜ। ଅଜଣା ରାସ୍ତାଟି ଯଦି କଣ୍ଟକିତ ଓ ଅଣଓସରିଆ ହୋଇଥାଏ, ତ ସରିଗଲା କଥା। କେଉଁ ମୁହୂର୍ତ୍ତରେ ସମୟ ଆସି ଠେଲି ଦେଇ ଯିବ କିଛି ଠିକଣା ନାହିଁ । ଏମିତି ଏକ ରାସ୍ତାରେ ଦିନେ ଚାଲିଥିଲା ଆରାଧ୍ୟା। ପିଜିର ପ୍ରଥମ ଦିନ ହିଁ କଲେଜରେ ଜଣେ କ୍ଲାସମେଟ ପୁଅ ସହ ଝଗଡା ହୋଇ ଯାଇଥିଲା, କମେଣ୍ଟ ମରାକୁ ନେଇକି । ପୁଅଟି ଦେଖିବାକୁ ଭାରି ହ୍ୟାଣ୍ଡସମ । ଅରୁଣ, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଗଣିତ...