WATCH NEWS

ମିଛୁଆ, ଖଚୁଆ, ଚୁଗୁଲିଆ     ଜଙ୍ଗଲର ରାଜା ସିଂହ ଗୁମ୍ଫାରେ ବାସ କରୁଥାଏ । ହଠାତ୍ ସିଂହର ଦେହ ଖରାପ ହୋଇଯିବାରୁ ସେ ଜଙ୍ଗଲରେ…

May 24, 2025

ସ୍କୁଟର     ତମକୁ କିଏ କହିଲା ଏ ଭଙ୍ଗା ସ୍କୁଟର ଚଢି ମୋ ହଷ୍ଟେଲ ପାଖକୁ ଆସିବାକୁ? ମୋତେ ଫୋନ୍ କରିଥିଲେ ମୁଁ ଅଧାବାଟ…

May 22, 2025

ରୋଜି ଓ ପରୀରାଣୀ        ସେ କାଳରେ ଫ୍ରାନ୍ସରେ ଜଣେ ରାଜା ରାଜୁତି କରୁଥିଲେ । ବହୁକାଳଯାଏଁ ତାଙ୍କ ରାଣୀଙ୍କର କିଛି ବି…

May 22, 2025
  • All
  • AMA KUNAKUNI MAGAZINE
  • award
  • CELEBRATION
  • distrubution
  • Hingula Library
  • Inaguration
  • LIBRARY

May 24, 2025

ମିଛୁଆ, ଖଚୁଆ, ଚୁଗୁଲିଆ     ଜଙ୍ଗଲର ରାଜା ସିଂହ ଗୁମ୍ଫାରେ ବାସ କରୁଥାଏ । ହଠାତ୍ ସିଂହର ଦେହ ଖରାପ ହୋଇଯିବାରୁ ସେ ଜଙ୍ଗଲରେ ବୁଲି ଶିକାର କରି ପାରିଲା ନାହିଁ । ସୁତରାଂ ଜଙ୍ଗଲର ପଶୁମାନେ ଜଣଜଣ କରି ସିଂହ ପାଇଁ ପଥ୍ୟଦ୍ରବ୍ୟ ଆଣି ଭେଟି ଦେଲେ । ହେଲେ ବହୁତ ଦିନ ଯାଏଁ ବିଲୁଆର ଦେଖାନଥାଏ ।         କିଛିଦିନ ପରେ ବିଲୁଆ ଭାବିଲା ମୁଁ ରାଜାଙ୍କୁ ସାକ୍ଷାତ କରିବା ପାଇଁ ଯାଇ ନଥିବାରୁ ରାଜା ବୋଧେ ମୋ ଉପରେ ରାଗିଥିବେ । ତେଣୁ ଯାଉଛି ରାଜଉଆସ...

May 22, 2025

ସ୍କୁଟର     ତମକୁ କିଏ କହିଲା ଏ ଭଙ୍ଗା ସ୍କୁଟର ଚଢି ମୋ ହଷ୍ଟେଲ ପାଖକୁ ଆସିବାକୁ? ମୋତେ ଫୋନ୍ କରିଥିଲେ ମୁଁ ଅଧାବାଟ ଯାଏଁ ଚାଲି ଯାଇଥାନ୍ତି। ହେଉ ଦିଅ ଦିଅ ପଇସା ଦେଇ ଜଲଦି ଏଠୁ ପଳାଅ। ମୋ ସାଙ୍ଗ ମାନେ କାଳେ ଆସିଯିବେ। ଆଉ ତୁମର ଏ ଭଙ୍ଗା ସ୍କୁଟର ଦେଖି ସେମାନେ ମୋ’ର ମଜା ଉଡେଇବେ। ପୁଅ ସଞ୍ଜୟ ମୁହଁରୁ ଏପରି କଥା ଶୁଣି ନବୀନ ଙ୍କ ହସ ହସ ମୁହଁଟି ଏକଦମ୍ ମଉଳି ଯାଇଥିଲା। ତୁ ଖାଇଛୁ ଟି ବା…..? ତୋ ମୁହଁଟା ଏମିତି ଶୁଖି କଳାକାଠ...

ରୋଜି ଓ ପରୀରାଣୀ

May 22, 2025

ରୋଜି ଓ ପରୀରାଣୀ        ସେ କାଳରେ ଫ୍ରାନ୍ସରେ ଜଣେ ରାଜା ରାଜୁତି କରୁଥିଲେ । ବହୁକାଳଯାଏଁ ତାଙ୍କ ରାଣୀଙ୍କର କିଛି ବି ସନ୍ତାନ ହେଲା ନାହିଁ । ଏହି କାରଣରୁ ରାଜା ରାଣୀ ଦୁହେଁ ବଡ ମନ ଦୁଃଖରେ ଥାଆନ୍ତି । କେତେ ଦିଅଁ ଦେବତା ଡାକିଲା ପରେ ଯାଇ ରାଣୀଙ୍କର ଚନ୍ଦ୍ରଉଦିଆ ପରି ଦୁଇଟି ଜାଆଁଳା ଝିଅ ହେଲେ । ସେ ଦୁହେଁ ଦେଖିବାକୁ ଭାରି ସୁନ୍ଦର ଥିଲେ । ଦୁଇଜଣଙ୍କ ନାଁ ଦିଆହେଲା ‘ଗୋଲାପ’ ଆଉ ‘ହେନା’ । ତିନିବର୍ଷ ପରେ ରାଣୀଙ୍କର ଆଉ ଗୋଟିଏ ଝିଅ ହେଲା...

Share to...