WATCH NEWS

କଥାକୁହା ଫଳ      ଜଣେ ରାଜାଙ୍କ ପାଖରେ ଅଗଣିତ ଗାଈ ଥିଲେ । ପଶୁପାଳକ ପ୍ରତିଦିନ ସେହି ଗାଈଗୁଡିକ ଚରାଇବା ପାଇଁ ପାହାଡ ନିକଟସ୍ଥ…

May 18, 2025

ନୂତନ ଦଣ୍ଡ          ଚନ୍ଦ୍ରସେନ ନାମକ ଜଣେ ରାଜାଙ୍କ ନିକଟରେ ଭୂଷଣ ନାମକ ବିଦୁଷକ ଥିଲେ । ରାଜାଙ୍କୁ ଖୁସି ରଖିବାରେ…

May 17, 2025
  • All
  • AMA KUNAKUNI MAGAZINE
  • award
  • CELEBRATION
  • distrubution
  • Hingula Library
  • Inaguration
  • LIBRARY
କଖାରୁ ଓ ରାଜାଝିଅ

May 20, 2025

କଖାରୁ ଓ ରାଜାଝିଅ             ବହୁତ ଦିନ ତଳର କଥା । ଗୋଟିଏ କୃଷକ ଓ ତା’ସ୍ତ୍ରୀ ବିଲରେ ଚାଷ କରି ପେଟ ପୋଷୁଥାନ୍ତି । ସେମାନଙ୍କର କୌଣସି ପିଲାପିଲି ନଥାନ୍ତି ।             ଦିନେ ସେମାନେ ବିଲରେ ଚାଷ କରୁଛନ୍ତି, ହଠାତ୍ ସେ କୃଷକ ତା’ ସ୍ତ୍ରୀକୁ କହିଲା, ‘ମୋତେ ଖୁବ୍ ଭୋକ ଲାଗୁଛି । ତେଣୁ ତୁ ଘରକୁ ଯାଇ କିଛି ମକା ଭାଜି ଆଣ ।’                ...

କଥାକୁହା ଫଳ

May 18, 2025

କଥାକୁହା ଫଳ      ଜଣେ ରାଜାଙ୍କ ପାଖରେ ଅଗଣିତ ଗାଈ ଥିଲେ । ପଶୁପାଳକ ପ୍ରତିଦିନ ସେହି ଗାଈଗୁଡିକ ଚରାଇବା ପାଇଁ ପାହାଡ ନିକଟସ୍ଥ ପ୍ରାନ୍ତରକୁ ନେଇ ଯାଆନ୍ତି । କିନ୍ତୁ ସଂନ୍ଧ୍ୟା ସମୟକୁ ଫେରିବାବେଳକୁ ଗାଈଙ୍କ ସଂଖ୍ୟା ସମୟକୁ ଫେରିବାବେଳକୁ ଗାଈଙ୍କ ସଂଖ୍ୟା କମି ଯାଇଥାଏ । ଏପରି କିଛିଦିନ ଲଗାତାର ଘଟିବାରୁ ରାଜା ଖୁବ୍ ଚିନ୍ତିତ ହୋଇ ପଡିଲେ । ଅନେକ ପ୍ରକାର ସତର୍କତା ଅବଲମ୍ବନ କଲେ । ମାତ୍ର ଗାଈମାନଙ୍କର ଅନ୍ତର୍ଦ୍ଧାନ ବନ୍ଦ ହେଲା ନାହିଁ । ପଶୁପାଳକଙ୍କୁ ରାଜା ଏହାର କାରଣ ବାରମ୍ବାର ପଚାରିଲେ ସେମାନେ ସେହି ଏକା...

ନୂତନ ଦଣ୍ଡ

May 17, 2025

ନୂତନ ଦଣ୍ଡ          ଚନ୍ଦ୍ରସେନ ନାମକ ଜଣେ ରାଜାଙ୍କ ନିକଟରେ ଭୂଷଣ ନାମକ ବିଦୁଷକ ଥିଲେ । ରାଜାଙ୍କୁ ଖୁସି ରଖିବାରେ ସେ ଅଦ୍ୱିତୀୟ ଥିଲେ । ଦିନେ ରାଜା ତାଙ୍କ ଉପରେ ଖୁସି ହୋଇ କହିଲେ, “ବିଦୁଷକ, ତୁମେ ମୋତେ କିଛି ବର ମାଗ ଯେଉଁଥିରେ କି ମୋର କିଛି କ୍ଷତି ନହେଉ ଓ ତୁମର ବହୁତ ଲାଭ ହେଉ ।”        ରାଜାଙ୍କ ଏଭଳି କଥାରେ ଭୂଷଣ କହିଲେ, “ମହାରାଜ ବିଦୁଷକର ଜୀବନ ଖଣ୍ଡାଧାରରେ ଚାଲିବା ପରି । ତେଣୁ ଆପଣଙ୍କ ବରଦାନ ଠିକ୍ ବିପଦ...

Share to...