କଖାରୁ ଓ ରାଜାଝିଅ ବହୁତ ଦିନ ତଳର କଥା । ଗୋଟିଏ କୃଷକ ଓ ତା’ସ୍ତ୍ରୀ ବିଲରେ…
କଥାକୁହା ଫଳ ଜଣେ ରାଜାଙ୍କ ପାଖରେ ଅଗଣିତ ଗାଈ ଥିଲେ । ପଶୁପାଳକ ପ୍ରତିଦିନ ସେହି ଗାଈଗୁଡିକ ଚରାଇବା ପାଇଁ ପାହାଡ ନିକଟସ୍ଥ…
- All
- AMA KUNAKUNI MAGAZINE
- award
- CELEBRATION
- distrubution
- Hingula Library
- Inaguration
- LIBRARY
କଖାରୁ ଓ ରାଜାଝିଅ ବହୁତ ଦିନ ତଳର କଥା । ଗୋଟିଏ କୃଷକ ଓ ତା’ସ୍ତ୍ରୀ ବିଲରେ ଚାଷ କରି ପେଟ ପୋଷୁଥାନ୍ତି । ସେମାନଙ୍କର କୌଣସି ପିଲାପିଲି ନଥାନ୍ତି । ଦିନେ ସେମାନେ ବିଲରେ ଚାଷ କରୁଛନ୍ତି, ହଠାତ୍ ସେ କୃଷକ ତା’ ସ୍ତ୍ରୀକୁ କହିଲା, ‘ମୋତେ ଖୁବ୍ ଭୋକ ଲାଗୁଛି । ତେଣୁ ତୁ ଘରକୁ ଯାଇ କିଛି ମକା ଭାଜି ଆଣ ।’ ...
କଥାକୁହା ଫଳ ଜଣେ ରାଜାଙ୍କ ପାଖରେ ଅଗଣିତ ଗାଈ ଥିଲେ । ପଶୁପାଳକ ପ୍ରତିଦିନ ସେହି ଗାଈଗୁଡିକ ଚରାଇବା ପାଇଁ ପାହାଡ ନିକଟସ୍ଥ ପ୍ରାନ୍ତରକୁ ନେଇ ଯାଆନ୍ତି । କିନ୍ତୁ ସଂନ୍ଧ୍ୟା ସମୟକୁ ଫେରିବାବେଳକୁ ଗାଈଙ୍କ ସଂଖ୍ୟା ସମୟକୁ ଫେରିବାବେଳକୁ ଗାଈଙ୍କ ସଂଖ୍ୟା କମି ଯାଇଥାଏ । ଏପରି କିଛିଦିନ ଲଗାତାର ଘଟିବାରୁ ରାଜା ଖୁବ୍ ଚିନ୍ତିତ ହୋଇ ପଡିଲେ । ଅନେକ ପ୍ରକାର ସତର୍କତା ଅବଲମ୍ବନ କଲେ । ମାତ୍ର ଗାଈମାନଙ୍କର ଅନ୍ତର୍ଦ୍ଧାନ ବନ୍ଦ ହେଲା ନାହିଁ । ପଶୁପାଳକଙ୍କୁ ରାଜା ଏହାର କାରଣ ବାରମ୍ବାର ପଚାରିଲେ ସେମାନେ ସେହି ଏକା...
ନୂତନ ଦଣ୍ଡ ଚନ୍ଦ୍ରସେନ ନାମକ ଜଣେ ରାଜାଙ୍କ ନିକଟରେ ଭୂଷଣ ନାମକ ବିଦୁଷକ ଥିଲେ । ରାଜାଙ୍କୁ ଖୁସି ରଖିବାରେ ସେ ଅଦ୍ୱିତୀୟ ଥିଲେ । ଦିନେ ରାଜା ତାଙ୍କ ଉପରେ ଖୁସି ହୋଇ କହିଲେ, “ବିଦୁଷକ, ତୁମେ ମୋତେ କିଛି ବର ମାଗ ଯେଉଁଥିରେ କି ମୋର କିଛି କ୍ଷତି ନହେଉ ଓ ତୁମର ବହୁତ ଲାଭ ହେଉ ।” ରାଜାଙ୍କ ଏଭଳି କଥାରେ ଭୂଷଣ କହିଲେ, “ମହାରାଜ ବିଦୁଷକର ଜୀବନ ଖଣ୍ଡାଧାରରେ ଚାଲିବା ପରି । ତେଣୁ ଆପଣଙ୍କ ବରଦାନ ଠିକ୍ ବିପଦ...