ଷଡଯନ୍ତ୍ରର ସୁଫଳ ଅମିରୁ ଆଲାମ ସହରର ସୁଲତାନ୍ ଥିଲେ । ତାଙ୍କ ଦରବାରରେ ଦଶଜଣ ଉଜୀର୍ ଥିଲେ । କିନ୍ତୁ ସେମାନେ…
ସଂଚୟର ମହତ୍ୱ ଏକ ଛୋଟ ଗ୍ରାମରେ ଅନନ୍ତର ଜନ୍ମ । ଅଠର ବର୍ଷ ବୟସରେ ବିଦ୍ୟାଳୟ ଶିକ୍ଷା ସମାପ୍ତ କରିବା ବେଳକୁ ତା’…
ଚୋରି ଆଉ ମିଛ ଚୋରଟିଏ ଥିଲା । ସେ ଜଣେ ସଦ୍ଗୁଣସମ୍ପନ୍ନା ସ୍ତ୍ରୀକୁ ବିବାହ କଲା । ଚୋରର ନବାଗତ…
- All
- AMA KUNAKUNI MAGAZINE
- award
- CELEBRATION
- distrubution
- Hingula Library
- Inaguration
- LIBRARY
ଷଡଯନ୍ତ୍ରର ସୁଫଳ ଅମିରୁ ଆଲାମ ସହରର ସୁଲତାନ୍ ଥିଲେ । ତାଙ୍କ ଦରବାରରେ ଦଶଜଣ ଉଜୀର୍ ଥିଲେ । କିନ୍ତୁ ସେମାନେ ସଦାବେଳେ ସୁଲତାନ୍ଙ୍କ ଅଜାଣତରେ ଲୋକଙ୍କ ଉପରେ ଅତ୍ୟାଚାର କରି ଅନେକ ଧନସମ୍ପତ୍ତି ଠକି ଖାଉଥିଲେ । ଅବଶେଷରେ ପଡୋଶୀ ରାଜ୍ୟର ସୁଲତାନ୍ ଯେତେବେଳେ ରାଜ୍ୟ ଆକ୍ରମଣ କଲେ, ସେତେବେଳେ ଏଇ ବିଶ୍ୱାସଘାତକ ଉଜୀରମାନେ ଗୁପ୍ତରେ ପଡୋଶୀ ରାଜ୍ୟକୁ ସାହାଯ୍ୟ କଲେ । ତେଣୁ ଅନାୟାସରେ ପଡୋଶୀ ରାଜ୍ୟର ସୁଲତାନ୍ ଅମିରୁଙ୍କ ଦୁର୍ଗ ଦଖଲ କଲେ । ସେଇ ଗୋଳମାଳ ଭିତରେ ସୁଲତାନ୍ ଅମିରୁ ନିଜର ସ୍ତ୍ରୀ ଓ ଶିଶୁପୁତ୍ରକୁ...
ସଂଚୟର ମହତ୍ୱ ଏକ ଛୋଟ ଗ୍ରାମରେ ଅନନ୍ତର ଜନ୍ମ । ଅଠର ବର୍ଷ ବୟସରେ ବିଦ୍ୟାଳୟ ଶିକ୍ଷା ସମାପ୍ତ କରିବା ବେଳକୁ ତା’ ପିତାଙ୍କର ଦେହାନ୍ତ ଘଟିଲା । ତାକୁହିଁ କ୍ଷେତ ବାଡିର କଥା ବୁଝିବାକୁ ପଡିଲା । ଏଥି ସହିତ ସେ ନିଜ ପାଇଁ ଚାକିରୀଟିଏ ମଧ୍ୟ ଯୋଗାଡ କଲା । ଜମିଦାରଙ୍କ ଦୋକାନରେ ଛୋଟ ଚାକିରୀଟିଏ ପାଇ ସେ ଖୁବ୍ ଖୁସି ହେଲା । ଜମିଦାର ଜଗପତି ଜଣେ ସ୍ନେହଶୀଳ ବ୍ୟକ୍ତି । ନିଜର କର୍ମଚାରୀ ମାନଙ୍କର ସୁଖଦୁଃଖ, ଅଭାବ ଅସୁବିଧା ପ୍ରତି ତାଙ୍କର ଖୁବ୍...
ଚୋରି ଆଉ ମିଛ ଚୋରଟିଏ ଥିଲା । ସେ ଜଣେ ସଦ୍ଗୁଣସମ୍ପନ୍ନା ସ୍ତ୍ରୀକୁ ବିବାହ କଲା । ଚୋରର ନବାଗତ ସ୍ତ୍ରୀ ଯେତେବେଳେ ଜାଣିଲା, ତା’ର ସ୍ୱାମୀ ଗୋଟିଏ ବୁଢା ଚୋର, ତାକୁ ବହୁତ ଖରାପ ଲାଗିଲା । ସେ ତା’ର ଭାଗ୍ୟକୁ ନିନ୍ଦି ଅନେକ ଧିକ୍କାର କଲା ସିନା ଆଉ ଉପାୟ କିଛି ନଥିଲା । ଶେଷରେ ମହିଳା ଜଣକ ସ୍ଥିର କଲା ସ୍ୱାମୀଙ୍କୁ କିଭଳି ଚୋରି ଭଳି କୁପ୍ରବୃତିରୁ ନିବୃତ କରିବ? ଯେତେ ଚେଷ୍ଟା କଲେ ମଧ୍ୟ ସ୍ୱାମୀ ତାର ଚୋରି...
