WATCH NEWS

ତିନୋଟି ମାଛର କାହାଣୀ           ଗୋଟିଏ ପୁଷ୍କରିଣୀରେ ‘ଅନଂଗତଭିଆତ’, ‘ପ୍ରତୁ୍ୟପିନ୍ନମତି’, ଏବଂ ‘ଯାଦଭଭିଷ୍ୟ’ ନାମକ ତିନୋଟି ମାଛ ରହୁଥିଲେ ।…

May 7, 2025

ରଙ୍ଗଡ          ରାଜା ପୁରନ୍ଦର ପୁଲିନ୍ଦ ରାଜ୍ୟରେ ରାଜୁତି କରୁଥା’ନ୍ତି । ତାଙ୍କ ଦରବାରରେ ଚାରିଜଣ କପଟି ପଣ୍ଡିତ ଥା’ନ୍ତି ।…

May 6, 2025
  • All
  • AMA KUNAKUNI MAGAZINE
  • award
  • CELEBRATION
  • distrubution
  • Hingula Library
  • Inaguration
  • LIBRARY

May 9, 2025

ଅସୁସ୍ଥ ବଳଦ ସଂଜୀବକ କାହାଣୀ           ଅନେକ ଦିନ ତଳର କଥା । ଭାରତ ବର୍ଷର ଦକ୍ଷିଣରେ ‘ମହିଳାରୋପ୍ୟ’ ନାମରେ ଏକ ନଗରୀ ଥିଲା । ଏହି ନଗରୀରେ ଜଣେ ଧନୀ ବଣିକ ବସବାସ କରୁଥିଲେ । ସେହି ବଣିକଙ୍କ ନାମ ହେଉଛି ‘ବର୍ଦ୍ଧମାନକ’ ।          ଏକଦା ରାତ୍ରୀରେ ବର୍ଦ୍ଧମାନକ ବିଛଣାରେ ବିଶ୍ରାମ ନେବା ସମୟରେ ତାଙ୍କ ମନରେ ଏକ ଚିନ୍ତା ଉଙ୍କି ମାରିଲା । ସେ ଭାବିଲେ ଯେ ଯଦି ଜଣେ ମନୁଷ୍ୟ ପ୍ରଚୁର ଧନ, ଅର୍ଥ ଲାଭ କରିପାରେ ସେ ସଂସାରରେ...

ତିନୋଟି ମାଛର କାହାଣୀ

May 7, 2025

ତିନୋଟି ମାଛର କାହାଣୀ           ଗୋଟିଏ ପୁଷ୍କରିଣୀରେ ‘ଅନଂଗତଭିଆତ’, ‘ପ୍ରତୁ୍ୟପିନ୍ନମତି’, ଏବଂ ‘ଯାଦଭଭିଷ୍ୟ’ ନାମକ ତିନୋଟି ମାଛ ରହୁଥିଲେ । ଏକଦା କେତେଜଣ ଧୀବର ସେହି ପୁଷ୍କରିଣୀ କଡଦେଇ ଯାଉଥାଆନ୍ତି । ସେମାନେ ସେହି ପୁଷ୍କରିଣୀର ନୀଳ ସ୍ୱଚ୍ଛ ଜଳରାଶିକୁ ଦେଖି କଥାବାର୍ତ୍ତା ହେଉଥାଆନ୍ତି : ଆମ୍ଭେମାନେ ସବୁ ପୋଖରୀରୁ ମାଛ ମାରି ସାରିଲୁଣି ଅଥଚ ଏହି ପୁଷ୍କରିଣୀକୁ ଆସି ନାହୁଁ । ତେଣୁ ଆସନ୍ତା କାଲି ଏହି ପୁଷ୍କରିଣୀରୁ ମାଛ ଧରିବା ପାଇଁ ଆସିବା । ଏହା କହି ଧୀବର ମାନେ ଚାଲିଗଲେ ।      ...

ରଙ୍ଗଡ

May 6, 2025

ରଙ୍ଗଡ          ରାଜା ପୁରନ୍ଦର ପୁଲିନ୍ଦ ରାଜ୍ୟରେ ରାଜୁତି କରୁଥା’ନ୍ତି । ତାଙ୍କ ଦରବାରରେ ଚାରିଜଣ କପଟି ପଣ୍ଡିତ ଥା’ନ୍ତି । କିଛି ନା କିଛି ବାହାନା ଦେଖାଇ ସେମାନେ ରାଜାଙ୍କଠାରୁ ଟଙ୍କା ସୁନା ନେଇ ଆରାମ୍ରେ ଜୀବନ ବିତାଉଥା’ନ୍ତି ।           ଥରେ ସେମାନେ ଭାବିଲେ ରାଜାଙ୍କଠାରୁ ବହୁତ ସୁନା ଦାନ ସ୍ୱରୂପ ନେବେ । ସୁତରାଂ ସେମାନେ ଗୋଟିଏ ଉପାୟ ଠିକ୍ କଲେ । ଦିନେ ଦରବାରରେ ରାଜା ବସିଥା’ନ୍ତି, ଚାରି ପଣ୍ଡିତ ଯାଇ କହିଲେ, “ମହାରାଜ, ଗତକାଲି ଆମେମାନେ ଆପଣଙ୍କ ଜାତକ...

Share to...